ଟିକେ ଆଶ୍ୱସ୍ତି, ରାଜ୍ୟରେ ଖସୁଛି ସଂକ୍ରମଣ ହାର : ଗତ ୨୪ ଘଂଟାରେ ୭୧୮୮ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୧୩୪
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ହାର, ଯେଉଁଥି ପାଇଁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୧୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୯୭,୨୭୧ରେ ରହିଛି ।!-->…
Read More...
Read More...