Yearly Archives

2021

ଜିଲ୍ଲା କ୍ରିକେଟ ଭିଜନ ୨୦-୨୪ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତା : ଗୋଡ଼ଭଗା ସେଣ୍ଟ୍ରାଲ ଓ ବରଗଡ ପ୍ରାଇଡ଼ ବିଜୟୀ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଚାଲିଥିବା ଭିଜନ ୨୦-୨୪ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତାର ମ୍ୟାଚ୍‌ଗୁଡିକରେ ଗୋଡ଼ଭଗା ସେଣ୍ଟ୍ରାଲ ଓ ବରଗଡ ପ୍ରାଇଡ଼ ବିଜୟୀ ହୋଇଛନ୍ତି । ଗତକାଲି ବିକାଶ ଗ୍ରାଉଣ୍ଡରେ ପଦ୍ମପୁର ରାଜ ବୋରାସମ୍ବର କ୍ଲବ ଟସ୍ ଜିତି
Read More...

ଲଗାଣ ବର୍ଷା ପବନରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତି ପୂରଣ ଦାବୀରେ ଡେଲାଙ୍ଗ ତହସିଲ ସମ୍ମୁଖରରେ ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅଲ ଇଣ୍ଡିଆ କିଷାନ କ୍ଷେତ ମଜଦୂର ସଂଗଠନ(ଏଆଇକେକେଏମଏସ)ପକ୍ଷରୁ ଶୁକ୍ରବାର ଡେଲଙ୍ଗ ତହସିଲଦାରଙ୍କ ଅଫିସ ସମ୍ମୁଖରେ ଏକ ବିକ୍ଷୋଭ ହୋଇ ଯାଇଛି । ଏହି ବିକ୍ଷୋଭରେ ଯୋଗ ଦେଇ ଏଆଇକେକେଏମଏସର ରାଜ୍ୟ ସମ୍ପାଦକ କମ୍ରେଡ଼ ରଘୁନାଥ ଦାସ ତାଙ୍କ ବକ୍ତବ୍ୟରେ
Read More...

ମାନବାଧିକାର ସୁରକ୍ଷା ସଂଗଠନ ବଲାଙ୍ଗିର ଶାଖା ପକ୍ଷରୁ ବିଶ୍ୱ ମାନବାଧିକାର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସାମ୍ବାଦିକ ଭବନରେ ମାନବାଧିକାର ସୁରକ୍ଷା ସଂଗଠନ ବଲାଙ୍ଗିର ଶାଖା ପକ୍ଷରୁ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଉପସଭାପତି ତଥା ‘କୋଶଳ ପ୍ରବାହ’ର ସଂପାଦକ ଆନଂଦ ଚଂଦ୍ର ସାହୁଙ୍କ ସଭାପତିତ୍ୱରେ
Read More...

ଗ୍ଲୋବାଲ୍ ସ୍କେଲ୍ ଟେକ୍ନିକାଲ୍ ଆମୋନିୟମର ନାଇଟ୍ରେଟ୍ ପ୍ଲାଣ୍ଟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଭିତ୍ତିପ୍ରସ୍ତର ସ୍ଥାପନ

• ଆନ୍ତର୍ଜାତୀୟ ସ୍ତରରେ ଏହା ବିକାଶର ହବ୍‌ ଭାବେ ମାନ୍ୟତା ସହ ଭାରତ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ପାଇବ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶାର ଗୋପାଳପୁର ଠାରେ ଗ୍ଲୋବାଲ୍ ସ୍କେଲ୍ ଟେକ୍ନିକାଲ୍ ଆମୋନିୟମ୍ ନାଇଟ୍ରେଟ୍ ପ୍ଲାଣ୍ଟରେ ୨,୨୦୦ କୋଟି ଟଙ୍କାର ବିନିଯୋଗରେ
Read More...

ଗଣତନ୍ତ୍ର ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜାତୀୟ ବିବୃତ୍ତି

ମହାମହିମଗଣ,ନମସ୍କାର,ଏହି ଶିଖର ସମ୍ମିଳନୀରେ ବିଶ୍ବର ସର୍ବବୃହତ ଗଣତନ୍ତ୍ରର ପ୍ରତିନିଧିତ୍ବ କରି ମୁଁ ଗର୍ବିତ। ଆମ ସଭ୍ୟତାର ସ୍ବଭାବରେ ଗଣତନ୍ତ୍ରର ଭାବନା ଏକ ଅଭିନ୍ନ ଅଙ୍ଗ। ଭାରତରେ ୨୫୦୦ ବର୍ଷ ପୂର୍ବେ ଲିଚ୍ଛାଭି ଏବଂ ଶାକ୍ୟ ଭଳି ନିର୍ବାଚିତ ସାଧାରଣତନ୍ତ୍ର ନଗର ରାଜ୍ୟଗୁଡ଼ିକ ସମୃଦ୍ଧି
Read More...

ଘାସ ବୁଦାମୂଳରୁ ନାବାଳକର ମୃତଦେହ ଉଦ୍ଧାର : ସର୍ପାଘାତ ସନ୍ଦେହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଥାନାର ଖଡିକେରା କେନାଲ ବନ୍ଧ ରାସ୍ତା ନିକଟରୁ ଜଣେ ନାବାଳକର ମୃତଦେହ ପୋଲିସ ଉଦ୍ଧାର କରିଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ ଗତକାଲି ଦିନ ୩ଟା ବେଳୁ ବୀରପୁରଷୋତ୍ତମପୁର ଗ୍ରାମର ଆଶୋକ ବେହେରାଙ୍କ ପୁଅ ଦୀପକ ବେହେରା (୧୬) ଘାଷ କାଟିବାକୁ
Read More...

ଜେଏସ୍‌ପିଏଲ୍‌ ପକ୍ଷରୁ ଜେନେରାଲ ବିପିନ ରାୱତ ଏବଂ ଅନ୍ୟାନ୍ୟ ସାହାସୀ ଆତ୍ମାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜେଏସ୍‌ପିଏଲ୍‌ ଅନୁଗୋଳ ପ୍ଳାଣ୍ଟର ନିର୍ବାହୀ ନିର୍ଦ୍ଦେଶକ ଦାମୋଦର ମିତ୍ତଲଙ୍କ ନେତୃତ୍ଵରେ କର୍ମଚାରୀମାନେ ଗତକାଲିର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦେଶର ସାହାସୀ ଆତ୍ମାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ସମ୍ମାନ
Read More...

କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା କଂଗ୍ରେସ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) :​ କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କରିଛି କଂଗ୍ରେସ । କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଗଣତନ୍ତ୍ର ଭୁଷୁଡ଼ି ପଡ଼ିଛି । ନବୀନ ପଟ୍ଟନାୟକ ଶାସନରେ ନାଗରିକର ସାମ୍ବିଧାନିକ ଅଧିକାର ଅପହରଣ କରାଯାଇଛି ।
Read More...

ଲଖନପୁର ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଭିନ୍ନକ୍ଷମ ଚିହ୍ନଟ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଲଖନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଚିହ୍ନଟ ଶିବିର ଆୟୋଜିତ ହୋଇଯାଇଛି । ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଦୁର୍ଗା ପ୍ରସାଦ ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଉକ୍ତ
Read More...

କୋଭିଡ କଟକଣା ଯୋଗୁଁ ଧନୁଯାତ୍ରା ସ୍ଥଗିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବ କୋଭିଡ କଟକଣା ଯୋଗୁଁ ଚଳିତବର୍ଷ ସ୍ଥଗିତ ରଖାଯାଇଛି । ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଧନୁଯାତ୍ରା କାର୍ଯ୍ୟକାରୀ କମିଟିର ବୈଠକ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଧନୁଯାତ୍ରା ମହୋତ୍ସବ
Read More...