Yearly Archives

2021

ସାମ୍ବାଦିକଙ୍କ ଉପରେ ପୁଲିସର ବର୍ବରୋଚିତ ଆକ୍ରମଣକୁ ନିନ୍ଦା : ମୁୁଖ୍ୟମନ୍ତ୍ରୀ ତୁରନ୍ତ କାର୍ଯ୍ୟରତ ଗଣମାଧ୍ୟମ…

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଭିନ୍ନ ସମୟରେ ସାରା ଓଡିଶାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଉପରେ ରାଜନେତାଙ୍କ ଠାରୁ ଆରମ୍ଭ କରି ଅସମାଜିକ ଗୁଣ୍ଡା ଓ ପୁଲିସର ଆକ୍ରମଣ ଘଟଣାକୁ ମେକ୍‌ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ଘୋର ନିନ୍ଦା କରାଯାଇଛି ।…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୧,୪୯୮ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା : ଖୋର୍ଦ୍ଧା ଜିଲ୍ଲା ଶୀର୍ଷରେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧,୪୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୬,୮୧୨ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ…
Read More...

ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନାରେ ସ୍ଥାପିତ ନୂଆ ଏମ୍ସଗୁଡିକ ରାଜ୍ୟଗୁଡିକରେ ଉନ୍ନତ କୋଭିଡ ସେବା ଯୋଗାଉଛି

କୋଭିଡ ସଙ୍କଟ ବେଳେ ତୃତୀୟକ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଞ୍ଚଳିକ ବୈଷମ୍ୟ ଦୂର କରୁଛିଜଟିଳ ମ୍ୟୁକୋରମାଇକୋସିସ୍ ସଂକ୍ରମଣ ଚିକିତ୍ସା ଉପଲବ୍ଧ ରହିଛି ନୂଆଦିଲ୍ଲୀ, (ପିଆଇବି) : ଦେଶରେ ଡାକ୍ତରୀ ଶିକ୍ଷା ବ୍ୟବସ୍ଥା ଉନ୍ନତ କରିବା ଓ ଉନ୍ନତମାନର ତୃତୀୟକ ଡାକ୍ତରଖାନାର ଆବଶ୍ୟକତା ପୂରଣ…
Read More...

ଲଗାତର ଷଷ୍ଠ ଦିନ ପାଇଁ ଦୈନିକ ନୂଆ ମାମଲାକୁ ପଛରେ ପକାଇଲା ଦୈନିକ ଆରୋଗ୍ୟ ସଂଖ୍ୟା

ଲଗାତର ତିନିଦିନ ହେଲା ଦୈନିକ ନୂଆ ମାମଲା ୩ ଲକ୍ଷଠାରୁ କମଗତ ୨୪ ଘଣ୍ଟାରେ ସର୍ବାଧିକ ୨୦ ଲକ୍ଷ ନମୁନା ପରୀକ୍ଷା ହୋଇଛି, ଯାହା ଏକ ବିଶ୍ୱ ରେକର୍ଡଦୈନିକ ପଜିଟିଭ ହାର ୧୩.୩୧%କୁ ଖସିଲାଏ ପର୍ୟ୍ୟନ୍ତ ୧୮-୪୪ ବୟସ ବର୍ଗର ୬୪ ଲକ୍ଷରୁ ଅଧିକ ହିତାଧିକାରୀ ନେଲେଣି କରୋନା ଟିକା ନୂଆଦିଲ୍ଲୀ,…
Read More...

ଗୁଜରାଟର ବାତ୍ୟା ତାଉତେ କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶମାର୍ଗରୁ ଦେଖିଲେ ପ୍ରଧାନମନ୍ତ୍ରୀ

• ରାଜ୍ୟରେ ରିଲିଫ କାର୍ୟ୍ୟର ଅଗ୍ରଗତି ବୁଝିଲେ ପ୍ରଧାନମନ୍ତ୍ରୀ• ଗୁଜରାଟବାସୀଙ୍କୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ• ରାଜ୍ୟରେ ତୁରନ୍ତ ରିଲିଫ କାର୍ୟ୍ୟ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କଲେ ଏକ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା• କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ର ସରକାର ପଠାଇବେ…
Read More...

ଟିକା ଯୋଗାଣ ସମ୍ପର୍କୀତ ଆଗୁଆ ସୂଚନା ଦେଉଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ରଶାସିତ ଅଞ୍ଚଳ ଏବଂ ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଜୁନ ୧୫ତାରିଖ ପର୍ୟ୍ୟନ୍ତ କୋଭିଡ ଟିକା ଯୋଗାଣ ସମ୍ପର୍କୀତ ତଥ୍ୟ ଆଗୁଆ ଦେଇଛନ୍ତି । ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକରେ କୋଭିଡ ଟିକା କେନ୍ଦ୍ର ପ୍ରସ୍ତୁତ କରିବା ଏବଂ ଏହାର ପ୍ରଶାସନିକ…
Read More...

ସରକାରଙ୍କ ଐତିହାସିକ ଚାଷୀ ଅନୁକୂଳ ପଦକ୍ଷେପ : ସାର ସବସିଡି ବୃଦ୍ଧି

• ଡିଏପି ସାର ଉପରେ ସବସିଡି ପରିମାଣ ୧୪୦% ବଢ଼ିଲା• ଡିଏପି ବସ୍ତା ପିଛା ୫୦୦ ଟଙ୍କା ବଦଳରେ ୧୨୦୦ ଟଙ୍କାର ସବସିଡି ପାଇବେ ଚାଷୀ• ଏଣିକି ୨୪୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କାରେ ଡିଏପି ବସ୍ତା କିଣିପାରିବେ ଚାଷୀ• ଏହି ସବସିଡି ବାବଦରେ ଅତିରିକ୍ତ ୧୪,୭୭୫ କୋଟି ଟଙ୍କା ଖର୍ଚ୍ଚ କରିବେ…
Read More...

୪୦୦ଜଣଙ୍କୁ ପ୍ରଥମ ଡୋଜ କରୋନା ଟୀକା ଦିଆଗଲା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରକାରୀ ବାଳିକା ନୋଡାଲ ଉଚ୍ଚ ବିଦ୍ୟାଳୟ ଡେଲାଙ୍ଗ ଠାରେ ମଙ୍ଗଳବାର ଦିନ ମହାମାରୀ କରୋନା ପାଇଁ ପ୍ରଥମ ଡୋଜ ଟୀକା ୪୦୦ ଜଣକୁ ପ୍ରଦାନ କରାଯାଇଥିବା ନେଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଥିରେ ବ୍ଲକ ବିଦ୍ୟୁତ କର୍ମଚାରୀ ୯ଜଣ ଓ…
Read More...

ଦେଓଗାଁ ବ୍ଲକରେ ୩୪ଜଣ କରୋନା ରୋଗୀ ଚିହ୍ନଟ

ଦେଓଗାଁ, (ମନୀଷ କୁମାର ସାହୁ) : ବୁଧବାର ଦିନ ଦେଓଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ୩୪ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଆସିଥିବା ରିପୋର୍ଟରେ ଦେଓଗାଁ ବ୍ଲକର ୩୪ଜଣଙ୍କ ମଧ୍ୟରୁ ସର୍ବାଧିକ ବଡବନ୍ଧ ପଞ୍ଚାୟତରେ ୧୦ଜଣ, ଉଡ଼ାର ୬, ଦେଓଗାଁ ଓ ଜରାସିଂହା ପଞ୍ଚାୟତରେ ୪ଜଣ ଲେଖାଏଁ,…
Read More...

ଡେଲାଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୯ରେ ପହଂଚିଲା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ଦିନ ୧୧ ଜଣ ପଜେଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୯ରେ ପହଂଚିଥିବା ନେଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।…
Read More...