Yearly Archives

2021

କନ୍ଦକେଲଗାଁ ରେଲୱେ ଲାଇନ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହ ଉଦ୍ଧାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କନ୍ଦକେଲଗାଁ ରେଲୱେ ରାଇନ ନିକଟରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହକୁ ଉଦ୍ଧାର କରିଛି ବଲାଙ୍ଗିର ଜିଆରପି ପୋଲିସ । ତେବେ ମୃତ୍ୟୁ ବ୍ୟକ୍ତିଙ୍କ ପରିଚୟ ମିଳିନ ଥିବା ବେଳେ ସ୍ଥାନୀୟ ଲୋକେ କହିବା ଅନୁଯାୟୀ ଏହି…
Read More...

ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ କଂଗ୍ରେସ ପକ୍ଷରୁ ଦାବୀ ପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଡାକ୍ତର ଖାନାରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି କଂଗ୍ରେସ ପକ୍ଷରୁ ୯ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ପାଟଣାଗଡ଼ ଉପଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା ।…
Read More...

୨ ଟିଏମ୍‌ସି ମନ୍ତ୍ରୀଙ୍କ ସମେତ ୪ ଜଣ ନେତା ଗିରଫ : ମମତା ବାନାର୍ଜୀ ମଧ୍ୟ ସିବିଆଇ କାର୍ଯ୍ୟାଳୟରେ ପହଞ୍ଚିଲେ

କୋଲକାତା : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ୨ ମନ୍ତ୍ରୀ, ୧ ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକଙ୍କ ଉପରେ ସିବିଆଇ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । ଆଜି ସକାଳେ ସିବିଆଇ ଟିଏମସି ମନ୍ତ୍ରୀ ଫିରହାଦ୍ ହାକିମ, ସୁବ୍ରତ ମୁଖାର୍ଜୀ, ଟିଏମସି ବିଧାୟକ ମଦନ ମିତ୍ର, ପୂର୍ବତନ…
Read More...

କୋଭିଡ ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗରେ ଅନଶନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଆକ୍ରାନ୍ତଙ୍କ ସହ ମୃତକଙ୍କ ସଂଖ୍ୟା ବି ବଢି ଚାଲିଛି । ଜିଲ୍ଲାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥିତ ହୋଇ ପଡିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ସୋମବାର ବରଗଡ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ…
Read More...

ଲକ୍‌ଡାଉନ୍ ଉଲ୍ଲଂଘନ କରୁଥିବା ଲୋକଙ୍କୁ ନୂଆ ଦଣ୍ଡ : ୩୦ରୁ ୪୫ ମିନିଟ୍‌ ପର୍ଯ୍ୟନ୍ତ ଲେଖିବେ ରାମ ନାମ

ସତନା : ମଧ୍ୟପ୍ରଦେଶର ସତନା ଜିଲ୍ଲାରେ ଲକଡାଉନ୍ ଉଲ୍ଲଂଘନ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ପାଇଁ ପୋଲିସ ଏକ ନିଆରା ଉପାୟ ଅବଲଂବନ କରିଛି । ଯେଉଁମାନେ ଲକ୍‌ଡାଉନ୍ ଉଲ୍ଲଂଘନ କରୁଛନ୍ତି ସେମାନଙ୍କୁ ୩୦ରୁ ୪୫ ମିନିଟ୍ ପର୍ଯ୍ୟନ୍ତ ପ୍ରଭୁ ରାମଙ୍କ ନାମ ଲେଖାଇବା ପରେ ସେମାନଙ୍କୁ ଘରେ ରହିବାକୁ…
Read More...

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଚାଲିଗଲେ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ହେଉଥିଲା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱରରେ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅମରେନ୍ଦ୍ର । ଗତ କିଛି ଦିନ ହେବ ସେ…
Read More...

ବିବାହର ପାଞ୍ଚ ଦିନ ପରେ କରୋନା ସଂକ୍ରମଣରେ ବର ମୃତ, ଅନେକ ଲୋକ ସଂକ୍ରମିତ ହୋଇଥିବା ଆଶଂକା

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାରେ ପାଞ୍ଚ ଦିନ ପୂର୍ବେ ବିବାହ କରିଥିବା ବର କୋଭିଡ -୧୯ ସଂକ୍ରମିତ ହୋଇ ମାତ୍ର ୨୬ ବର୍ଷ ବୟରେ ଜୀବନ ହରାଇଥିବା ସୂଚନା ମିଳିଛି । ଏହି ଯୁବକଙ୍‌ଙ୍କ ମୃତ୍ୟୁ ପରେ କର୍ତ୍ତୃପକ୍ଷ ବିବାହ ସମାରୋହରେ ଉପସ୍ଥିତ ଥିବା ଲୋକଙ୍କୁ ସନ୍ଧାନ କରୁଛନ୍ତି, କାରଣ…
Read More...

ସାହିତ୍ୟ ପ୍ରାଣ କବି ଖଗେଶ୍ୱର ସେଠ ଜୟନ୍ତୀ ପାଳିତ

ପାଟଣାଗଡ଼, (ପୁସ୍ତମ୍ ଯୁଆଡ଼ି) : କୋସଲି ଡେରା ସାହିତ୍ୟ ଅନୁଷ୍ଠାନ, ପାଟଣାଗଡ ଦ୍ୱାରା କବି ଖଗେଶ୍ୱର ଜୟନ୍ତୀ ଅନଲାଇନ ମାଧ୍ୟମରେ ଦୁଇଦିନ ଧରି ପାଳିତ ହୋଇଯାଇଛି । ସଂପାଦକ ଲାଲଚନ ବଗର୍ତ୍ତୀଙ୍କ ଆହ୍ୱାନରେ ପ୍ରଥମ ଦିନର କାର୍ଯ୍ୟକ୍ରମକୁ କବି ସନ୍ତୋଷ କୁମାର ଦାଶ ସଂଯୋଜନା କରିଥିଲେ ।…
Read More...

ରାଜ୍ୟରେ ଆଜି ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମଧ୍ୟ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି । ମୃତକଙ୍କ…
Read More...

ଅମାନିଆଙ୍କ ଠାରୁ ୨୮ହଜାର ତଣ୍ଡ ଅସୁଲି

ବୌଦ୍ଧ, (ବଂଶୀଧର ମାଝୀ) : ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ଆଜି ପ୍ରଶାସନ ପକ୍ଷରୁ କୋଭିଡ ନିୟମ ଅନୁପାଳନକୁ ଯାଞ୍ଚ କରାଯାଇ ୧୭ଜଣ ଅମାନିଆଁଙ୍କ ଠାରୁ ୨୮ହଜାର ଟଙ୍କା ତଣ୍ଡ ଅସୁଲି ହୋଇଥିବା ଜଣାଯାଇଛି । ପ୍ରାପ୍ତ ସୂଚନା ମତେ ରବିବାର ବୌଦ୍ଧ ଉପଜିଲ୍ଲାପାଳ ଅଶ୍ୱିନୀ କୁମାର ମେହେରଙ୍କ…
Read More...