ଅଭାବନୀୟ ଘଟଣା : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲାରେ ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମଳିଛି । ସୂଚନା ଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା କୁମ୍ଭାରୀ ଗ୍ରାମରେ ଗ୍ରାମର ବିଜୟ ରଣା ଓ ଡ଼ିଙ୍ଗର ରଣାଙ୍କ ପରିବାର ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଗତକାଲି!-->…
Read More...
Read More...