Yearly Archives

2021

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୬,୦୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ୩,୮୯୦ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୬,୦୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୮୯୦ଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୪୩,୭୨,୯୦୭ ଓ ମୃତ୍ୟୁସଂଖ୍ୟା ୨,୬୬,୨୦୭ରେ ପହଞ୍ଚିଛି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୨୯୯…
Read More...

ଜାତୀୟ ରାଜପଥରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ଦେଓଗାଁ, (ମନୀଷ କୁମାର ସାହୁ) : କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଲକଡାଉନ୍ ଜାରି ହୋଇଛି । ସବୁଆଡେ ରାସ୍ତାଘାଟ ଠାରୁ ଆରମ୍ଭ କରି ଦୋକାନ ବଜାର ବନ୍ଦ ରହିଛି । ଏହି ସମୟରେ ଜରୁରୀ କାମରେ ଯାଉଥିବା ଲୋକଙ୍କ ସହ ଜାତୀୟ ରାଜପଥରେ ଯାତାୟାତ କରୁଥିବା ଦୁଇ ଓ ଚାରି ଚାକିଆ…
Read More...

ଗାଜା ଏବଂ ୱେଷ୍ଟ ବ୍ୟାଙ୍କରେ ଭୟଙ୍କର ଆକ୍ରମଣ, ଇସ୍ରାଏଲରେ ଗୃହଯୁଦ୍ଧର ଆଶଂକା

ଇସ୍ରାଏଲ୍‌ : ଇସ୍ରାଏଲ୍ ସୈନିକ ଏବଂ ପାଲେଷ୍ଟାଇନୀୟମାନଙ୍କ ମଧ୍ୟରେ ଚାଲିଥିବା ହିଂସାତ୍ମକ ବିବାଦ ବର୍ତ୍ତମାନ ଗାଜା ୱେଷ୍ଟ ବ୍ୟାଙ୍କର ଅଧିକୃତ ଅଞ୍ଚଳରେ ବ୍ୟାପିଛି । ୱେଷ୍ଟ ବ୍ୟାଙ୍କର ବିଭିନ୍ନ ସ୍ଥାନରେ ହିଂସା ଘଟଣାରେ ଅତି କମରେ ୧୦ ଜଣ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ଘଟିଛି ଏବଂ ଶହ ଶହ ଲୋକ…
Read More...

ବେଆଇନ୍ ବାଲି ଚାଲାଣ : ୩୦ ହଜାର ଜରିମାନା ଆଦାୟ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଳା ଖଜୁରିପଡ଼ା ସଦରମହକୁମା ଠାରେ ପୁଲିସ୍ ଜନଗହଳି ରୋକିବା ସହିତ ଅମାନିଆ ବାଇକ୍ ଚାଳକମାନଙ୍କୁ ଅଟକାଇ ମାକ୍ସ ଓ ହେଲମେଟ୍ ବ୍ୟବହାର କରିନଥିବା ଲୋକଙ୍କଠାରୁ ଫାଇନ୍ ଆଦାୟ କରିିଥିଲେ । ଏହି ସମୟରେ ବୌଦ୍ଧ ଜିଲ୍ଳାରୁ ବାଲିନେଇ…
Read More...

ପ୍ରଶାସନ ଓ ପୁଲିସ ପକ୍ଷରୁ ଯାଞ୍ଚ କଡାକଡି : ଅମାନିଆଙ୍କଠାରୁ ତଣ୍ଡ ଆଦାୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନାର ଦ୍ୱିତୀୟ ଲହର ପ୍ରଭାବରେ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରେ ରୋକ ଲଗାଇବା ସକାଶେ ପ୍ରଶାସନ ପକ୍ଷରୁ ପ୍ରଚାର ମାଧ୍ୟମରେ ଜନସାଧାରଣଙ୍କୁ ବାରମ୍ବାର ସଚେତନ କରାଯାଇଛି । ତଥାପି କିଛି ଅମାନିଆ…
Read More...

“ଭବିଷ୍ୟତରେ କୋଭିଡ଼ ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ପୃଥକବାସ” ଶୀର୍ଷକ ୱେବିନାର

ଭୁବନେଶ୍ୱର, (ପିଆଇବି) : ଭବିଷ୍ୟତରେ କରୋନା ଭୁତାଣୁର ସଂକ୍ରମଣକୁ ରୋକିବାକୁ ମାନସିକ ଏବଂ ଶାରୀରିକ ସ୍ତରରେ ପ୍ରତ୍ୟକ ବ୍ୟକ୍ତି ସଠିକ ଭାବେ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ । ଭାରତ ସରକାରଙ୍କ, ଆଞ୍ଚଳିକ ଜନସମ୍ପର୍କ କାର୍ୟ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଅନୁଷ୍ଠିତ ହୋଇଥିବା “ଭବିଷ୍ୟତରେ…
Read More...

୨୪ ଘଂଟାରେ ରାଜ୍ୟରେ ୧୧,୮୦୫ ଆକ୍ରାନ୍ତଙ୍କ ସଂଖ୍ୟା : ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧,୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୬,୪୭୧ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୧୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୧୯୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ…
Read More...

ଘୁନସରରେ କୋଭିଡ଼ ପରୀକ୍ଷା, କୋଭିଡ଼ ପରୀକ୍ଷା ପାଇଁ କୀଟ୍‌ ଅଭାବ : ନିରାଶ ହୋଇ ଫେରିଗଲେ ଲୋକେ

ସଇଁନ୍ତଲା, (ଅଜିତ କୁମାର ସାହୁ) : କରୋନା ମହାମାରୀ ବୃଦ୍ଧି ପାଉଛି ସାରା ରାଜ୍ୟରେ । ଏବେ ଚିନ୍ତାରେ ଲୋକେ । କରୋନା ମହାମାରୀ ସଙ୍ଗେ ଲଢେଇ କରୁଛି ମଣିଷ । କେତେବେଳେ ହାରି ଯାଉଛି ତ ଆଉ କେତେବେଳେ ମଣିଷ ବିଜୟ ଲାଭ କରିଛି । ହେଲେ କରୋନା ମହାମାରୀକୁ ନେଇ ପ୍ରଶାସନ ପକ୍ଷରୁ ସଚେତନତା ଜାରି…
Read More...

୧୮ କେଜି ଗଞ୍ଜେଇ ସହ ଗାଡି ଜବତ, ଡ୍ରାଇଭର ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଅବକାରୀ ବିଭାଗର ମୋବାଇଲ ଟିମ ଦ୍ୱାରା ଆଜି ଭୋର ସକାଳୁ ଏକ ଗଂଜେଇ ଗାଡି ଜବତ କରାଯାଇଥିବା ବେଳେ ଚାଳକକୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ ଆଜି ଭୋର ସକାଳୁ ବିଶେଷ ସୂତ୍ରରୁ ଖବର ପାଇ ବଲାଙ୍ଗିର ଅବକାରୀ ବିଭାଗର ମୋବାଇଲ ଟିମ ପାଟଣାଗଡ…
Read More...

ଆର୍ଯ୍ୟପଲ୍ଲୀ ମେରାଇନରେ ନୂତନ ଥାନା ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ସ୍ଥିତ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନାରେ ନୂତନ ଥାନା ଅଧିକାରୀ ଭାବେ ପ୍ରଭାତ କୁମାର ବେହେରା ଅବସ୍ଥାପିତ ହୋଇଛନ୍ତି । ଶ୍ରୀ ବେହେରା ଆଜି ଆନୁଷ୍ଠାନିକ ଭାବେ ଯୋଗଦେଇ କାର୍ୟ୍ୟଭାର ଗ୍ରହଣ କରିଛନ୍ତି । ସେ ଏଥି ପୂର୍ବରୁ…
Read More...