Yearly Archives

2021

କୋଡ଼ିଏ ଦିନର ସଂଗ୍ରାମ ପରେ ନବଜାତକ ହରେଇଲେ କରୋନାକୁ : ୧୦ଦିନ ଧରି ଭେଣ୍ଟିଲେଟରରେ ରହିଲେ

ମ.ରାମପୁର, (ହେମନ୍ତ ସାହୁ) : ଏବେ ବିଶ୍ୱମହାମାରୀ କରୋନା ନିଜ କବଳରେ ସମସ୍ତ ବୟସର ଲୋକଙ୍କୁ କାବୁ କରିନେଉଥିବା ବେଳେ ଅନେକେ ବୟସର ସାୟାହ୍ନରେ ବି କରୋନା ସହିତ ଯୁଦ୍ଧକରି ବିଜୟୀ ହେଉଥିବା ଦେଖାଯାଇଛି । ତେବେ ଜଣେ ନବଜାତକ, ତାହା ପୁଣି ଜନ୍ମର ମାତ୍ର ଦୁଇ ସପ୍ତାହ ପରେ କରୋନା…
Read More...

ଶିକ୍ଷକ ପ୍ରଦୀପ ଭୋଇଙ୍କ ବିୟୋଗରେ ଶିକ୍ଷକ ସଂଘର ଶୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରୋନା ଯୁଦ୍ଧରେ ଜାଗ୍ରତ ପ୍ରହରୀ ରୂପେ ଲଢ଼େଇ କରି ପଦ୍ମପୁର ଅନ୍ତର୍ଗତ କଦଳିମୁଣ୍ଡା ବିଦ୍ୟାଳୟର ଶିକ୍ଷକ ପ୍ରଦୀପ କୁମାର ଭୋଇଙ୍କ(୩୬) ଜୀବନ ପ୍ରଦୀପ ଲିଭି ଯାଇଛି । ନିଜ ଗାଁ ଗମ୍ଭାରୀଡିହି ଠାରେ ଆରଆରଟି ଭାବେ ଯୋଗଦେଇ ଘରକୁ ଘର ବୁଲି କରୋନା ପାଇଁ…
Read More...

ସଙ୍ଗୋରୋଧରେ ଥିବା ବ୍ୟକ୍ତିଙ୍କ ସହଯୋଗ ପାଇଁ ହାତ ବଢାଇଲା ଟିମ୍ ହ୍ୟୁମାନିଟ୍

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କରୋନାର ଦ୍ୱିତୀୟ ଲହରି ସମଗ୍ର ଦେଶକୁ ଏକ ପ୍ରକାର କବଳିତ କରି ରଖିଛି । ଦିନକୁ ଦିନ ସମଗ୍ର ଦେଶ ଓ ରାଜ୍ୟରେ ସ୍ଥିତି ସଙ୍ଗିନ୍ ହେଉଥିବା ବେଳେ କନ୍ଧମାଳ ଜିଲାରେ ମଧ୍ୟ ଏହାର ପ୍ରଭାବ ପଡ଼ଛି । ଗତ ୨ ଦିନ ହେଲା କନ୍ଧମାଳ ଜିଲାର ଫୁଲବାଣୀ ବ୍ଳକ…
Read More...

ସବୁଜ ହୀରା କେନ୍ଦୁପତ୍ର ଦର ବୃଦ୍ଧି ଏବଂ କରୋନା ପରସ୍ଥିରିରେ ଆଦିବାସୀଙ୍କୁ ଆର୍ଥିକ ପ୍ୟାକେଜ ଘୋଷଣା ପାଇଁ…

ମୁରିବାହାଲ, (ଅର୍ଜୁନ କୁମାର ହଂସ) : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ବ୍ଲକ ଶାଖା ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମୁରିବାହାଲ ବିଡ଼ିଓଙ୍କ ଜରିଆରେ ୪ ଦଫା ଦାବୀ ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ସ୍ମାରକ ପତ୍ରରେ ଉଲ୍ଲେଖ କରାଯାଇଛି ଯେ କରୋନା ମହାମାରୀ ରୋଗ…
Read More...

ପିଏମ୍ କେୟାର୍ସ ପାଣ୍ଠି ଅର୍ଥରେ ଭେଣ୍ଟିଲେଟର ଯୋଗାଣ

ଭୁବନେଶ୍ୱର, (ପିଆଇବି) : ଦକ୍ଷତାର ସହ କୋଭିଡ ପରିଚାଳନା କ୍ଷେତ୍ରରେ ‘ମେଡ ଇନ୍ ଇଣ୍ଡିଆ’ ଭେଣ୍ଟିଲେଟରଗୁଡିକ ଡାକ୍ତରଖାନାଗୁଡିକର ଭିତ୍ତିଭୂମିକୁ ସୁଦୁଢ କରିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପ୍ରକାଶ କରିଛି । ଆହୁରି ମଧ୍ୟ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି ଯେ…
Read More...

୨ରୁ ୧୮ ବର୍ଷ ବୟସ୍କଙ୍କ ପାଇଁ କୋଭାକ୍ସିନର ଦ୍ବିତୀୟ/ତୃତୀୟ ପର୍ୟ୍ୟାୟ କ୍ଲିନିକାଲ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରି

• ୫୨୫ ଜଣ ସୁସ୍ଥ ସ୍ବେଚ୍ଛାସେବୀଙ୍କ ଠାରେ ପରୀକ୍ଷା କରିବ ଏମ/ଏସ୍ ଭାରତ ବାୟୋଟେକ ନୂଆଦିଲ୍ଲୀ, (ପିଆଇବି) : ଦେଶର ଜାତୀୟ ନିୟନ୍ତ୍ରକ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଧ୍ୟାନ ସହକାରେ ପରୀକ୍ଷା କରିବା ପରେ ବିଷୟ ବିଶେଷଜ୍ଞ ସମିତି (ଏସଇସି)ର ସୁପାରିସକୁ ଗ୍ରହଣ…
Read More...

ପଞ୍ଚାୟତିରାଜ ମନ୍ତ୍ରଣାଳୟର ମାର୍ଗଦର୍ଶିକାକୁ କାର୍ଯ୍ୟକାରୀ କରୁଛନ୍ତି ବିଭିନ୍ନ ରାଜ୍ୟ

● ଅଭିନବ ପଦକ୍ଷେପ ଜରିଆରେ ସଂକ୍ରମଣକୁ ପ୍ରତିହତ କରିବା ସହ ସ୍ବାସ୍ଥ୍ୟସେବା ଯୋଗାଣ ପାଇଁ ପ୍ରୟାସ ନୂଆଦିଲ୍ଲୀ, (ପିଆଇବି) : ଦେଶର ବିଭିନ୍ନ ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ମାର୍ଗଦର୍ଶିକା ଜାରି କରାଯାଇଛି।…
Read More...

ଅକ୍ସିଜେନ ଓ ଔଷଧର ଉପଲବ୍ଧତା ଏବଂ ଯୋଗାଣର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

• ଔଷଧର ଉତ୍ପାଦନ ବୃଦ୍ଧି ପାଇଁ ଭାରତ ସରକାର ଉତ୍ପାଦନକାରୀଙ୍କ ସହ ନିୟମିତ ଯୋଗାଯୋଗରେ ରହୁଛନ୍ତି ଓ ଆବଶ୍ୟକ ସମସ୍ତ ସହାୟତା ଯୋଗାଇ ଦେଉଛନ୍ତି• ବିଗତ କିଛି ସପ୍ତାହ ହେଲା ରେମଡେସିଭିର ସମେତ ସମସ୍ତ ଔଷଧର ଉତ୍ପାଦନ ଯଥେଷ୍ଟ ମାତ୍ରାରେ ବୃଦ୍ଧି କରାଯାଇଛି• ପ୍ରଥମ ଲହରିର ଶୀର୍ଷ ସଂକ୍ରମଣ…
Read More...

କୋଭିଡ-୧୯ ମୁକାବିଲାରେ ସହାୟତା ଲାଗି ଜରୁରି ଚିକିତ୍ସା ସାମଗ୍ରୀର ବାଧାମୁକ୍ତ ଯୋଗାଣ ସୁନିଶ୍ଚିତ କରୁଛି ଭୁବନେଶ୍ୱର…

● ମୋଟ ୧୫୬ ଖାଲି ଅକ୍ସିଜେନ ଟ୍ୟାଙ୍କର, ୫୨୬ ଅକ୍ସିଜେନ କନସେଣ୍ଟ୍ରେଟର ଓ ୧୪୦ ଅକ୍ସିଜେନ ସିଲିଣ୍ଡର ପରିବହନ● କୋଭିଡ ଟିକାକରଣ ଶିବିର ଆୟୋଜିତ ଭୁବନେଶ୍ୱର, (ପିଆଇବି) : କୋଭିଡ-୧୯ ବିରୋଧରେ ଦେଶର ଲଢ଼େଇକୁ ସୁଦୃଢ଼ କରିବା ଲାଗି ଦୈନିକ ଦେଶର ବିଭିନ୍ନ ବିମାନ ବନ୍ଦର ଜରିଆରେ ଜରୁରି…
Read More...

କୋଭିଡ କାର୍ଯ୍ୟକାରୀ ଦଳର ସୁପାରିଶ କ୍ରମେ କୋଭିସିଲ୍‌ଡ ଟିକାର ପ୍ରଥମ ମାତ୍ରାରୁ ଦ୍ୱିତୀୟ ମାତ୍ରା ମଧ୍ୟରେ ବ୍ୟବଧାନ…

ନୂଆଦିଲ୍ଲୀ, (ପିଆଇବି) : ଡକ୍ଟର ଏନ.କେ ଆରୋରାଙ୍କ ଅଧ୍ୟକ୍ଷତାରେ କୋଭିଡ୍ କାର୍ୟ୍ୟକାରୀ ଦଳର ସୁପାରିଶ କ୍ରମେ କୋଭିସିଲ୍ଡ ଟିକାର ପ୍ରଥମ ମାତ୍ରା ଓ ଦ୍ୱିତୀୟମାତ୍ରା ଦେବାର ବ୍ୟବଧାନ ୧୨ରୁ ୧୬ ସପ୍ତାହ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି । ଦୁଇମାତ୍ରା ମଧ୍ୟରେ ଏହି ବ୍ୟବଧାନ ପୂର୍ବରୁ ଛଅରୁ ଆଠ…
Read More...