ବଜ୍ରାଘାତରେ ୧ ମୃତ, ୧ ଗୁରୁତର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସଦର ଥାନା ବରକାନୀ ଗାଁରେ ବିଜୁଳି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ରିପୋର୍ଟ ମୁତାବକ, ବରକାନୀ ଗାଁର ୨ଜଣ ମହିଳା ଗାଧୋଇବା ପାଇଁ ପୋଖରୀକୁ ଯାଇଥିବା ବେଳେ ଝଡ଼ ତୋଫାନ ସହିତ ବିଜୁଳି!-->…
Read More...
Read More...