ପ୍ରଶାସନିକ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁଁ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବଂଚିତ
ପଦ୍ମପୁର, ( ନିରୋଜ କୁମାର ପାଣୀ) : ସରକାର ଗରିବ ଲୋକଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ପ୍ରକୃତ ହିତାଧିକାରୀ ଯୋଜନାରୁ ବଂଚିତ ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ ଅନୁଯାୟୀ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଳକ ଭେଉଁରିଆ ପଞ୍ଚାୟତ ବୁଧାପାଲି ଗ୍ରାମର ସଦାନନ୍ଦ ନାଗ, ବିରଞ୍ଚି!-->…
Read More...
Read More...