Yearly Archives

2021

କାମ କରିବା ବେଳେ କରେଣ୍ଟ ଲାଗି ହାତ ହରାଇଥିବା ଗଣନାଥକୁ ମିଳୁନି ଭତ୍ତା

ତୁରେକେଲା, (କୈଳାଶ ସଗ୍ରିଆ) : ହିଆଲ ଗ୍ରା.ପ.ର ଗଣନାଥ ମଲିକ(୪୫) ନାମକ ଜଣେ ଆଦିବାସୀ ସଂପ୍ରଦାୟର ଯୁବକ କାମ କରିବା ବେଳେ ହାତ ହରାଇ ଅକ୍ଷମ ହୋଇଯାଇଥିଲେ ବି ସେ ବିକଳାଂଗ ଭତ୍ତା ପାଉ ନଥିବା ଯୋଗୁଁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଗଣନାଥ କୁଲି ମଜୁରି କାମ କରି ନିଜର ପରିବାର ଭରଣ…
Read More...

ନଳକୂପକୁ ପାଣି ନେବାକୁ ଆସୁଥିବା ବେଳେ ବାଇକ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ବିରାମହାରାଜପୁର ଥାନା ବିରମହାରାଜପୁର-ସମ୍ବଲପୁର ରାସ୍ତାର ମହଦା ଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକ ହେଲେ ମହଦା ଗାଁର ୬୨ ବର୍ଷିୟା କଳାବତୀ ଭୋଇ ଗାଁ ନଳକୂପକୁ ପାଣି ନେଇ ଆସୁଥିବା ବେଳେ…
Read More...

ବିଶ୍ୱ ରେଡକ୍ରସ ଦିବସରେ ରକ୍ତଦାନ ଶିବିର

କଂଟାବାଂଜି, (କୈଳାଶ ସଗ୍ରିଆ) : ବର୍ତ୍ତମାନ କରୋନା ଯୋଗୁଁ ରକ୍ତର ଘୋର ଅଭାବ ଦେଖାଦେଇଥିବା ବେଳେ ଆଜି ବିଶ୍ୱ ରେଡକ୍ରସ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜୁନିୟର ରେଡକ୍ରସ ସୋସାଇଟି ବଲାଙ୍ଗିର ଆନୁକୂଲ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ଓ ଜିଲ୍ଲା…
Read More...

ବିଚାରାଧୀନ କଏଦୀଙ୍କ କୋଭିଡ୍‌ରେ ମୃତ୍ୟୁ ପରେ ପାଟଣାଗଡ଼ ଉପକାରାଗାରରେ କରୋନା ଆତଙ୍କ

ପାଟଣାଗଡ଼, (ଗୋରେଖନାଥ ବରିହା) : ଜଣେ ବିଚାରାଧୀନ କଏଦୀଙ୍କ କୋଭିଡ୍‌ ସଂକ୍ରମଣ ଯୋଗୁଁ ମୃତ୍ୟୁ ପରେ ପାଟଣାଗଡ଼ ଉପକାରାଗାରରେ କରୋନା ଆତଙ୍କ ଦେଖାଦେଇଛି । ସୂଚନା ଅନୁସାରେ ଏହି ଉପକାରାଗାରରେ ୧୧୭ ଜଣ କଏଦୀ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଥିବା…
Read More...

କରୋନାରେ ଆକ୍ରାନ୍ତ ହେଲେ କଙ୍ଗନା

ନୂଆଦିଲ୍ଲୀ : ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱାତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଇନଷ୍ଟାଗ୍ରାମରେ ପୋଷ୍ଟ କରି କଙ୍ଗନା ଏହା ସୂଚନା ଦେଇଛନ୍ତି । ନିଜର ଟେଷ୍ଟ ରିପୋର୍ଟ ଇନଷ୍ଟାଗ୍ରାମରେ ସାର୍ବଜନୀନ କରି ପଜିଟିଭ ହୋଇଛନ୍ତି ବୋଲି କଙ୍ଗନା କହିଛନ୍ତି । ତାଙ୍କୁ କିଛି ଦିନ ହେଲା ଦୁର୍ବଳତା…
Read More...

ନାଟ୍ୟଶ୍ରୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜାତୀୟ ଖ୍ୟାତି ପ୍ରାପ୍ତ ଅଭିନେତା, ନିର୍ଦ୍ଦେଶକ, ନାଟ୍ୟକାର ତଥା ସଂସ୍କୃତି ବିଶେଷଜ୍ଞ, ସ୍ୱର୍ଗତ ଡ. ପଞ୍ଚାନନ ମିଶ୍ରଙ୍କ ଅମର ଆତ୍ମା ଉଦ୍ଦେଶ୍ୟରେ ସହରର ବିଭିନ୍ନ ନାଟକ ତଥା ସାଂସ୍କୃତିକ ଅନୁଷ୍ଠାନ ତରଫରୁ ଏକ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଆୟୋଜିତ…
Read More...

ଚୋରି କରୁଥିବା ବେଳେ ଗାଁ ଲୋକଙ୍କ ଦ୍ୱାରା ଧରାପଡିଲା ଜଣେ ଚୋର, ୪ ଫେରାର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳ ମାଟୁପାଲି ଗାଁ ପାଖରେ ଲୁହା ଇଲେକ୍ଟ୍ରିକ ପୋଲ ଚୋରି କରୁଥିବା ବେଳେ ଗାଁ ଲୋକଙ୍କ ଦ୍ୱାରା ଜଣେ ଚୋର ଧରାପଡି ଗାଁ ଲୋକେ ଉଲୁଣ୍ଡା ପୋଲିସକୁ ଜିମା ଦେଇଛନ୍ତି । ବାକି ୪ ଜଣ ଫେରାର ହୋଇ ଯାଇଛନ୍ତି, ଚୋରି କାମରେ…
Read More...

ରାଜ୍ୟରେ ଆଜି ସର୍ବାଧିକ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଆଜି ରାଜ୍ୟରେ ସର୍ବାଧିକ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ…
Read More...

ବଲାଙ୍ଗିର ସହରରେ ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁୁ । ଟମାଟର୍‌ – ୨୦ ଟଙ୍କା, ସଜନା ଛୁଇଁ (ମୁନ୍‌ଗା) – ୬୦ ଟଙ୍କା, ଅଦା – ୪୦ ଟଙ୍କା, ରଷୁଣ – ୧୨୦ ଟଙ୍କା, ଭେଣ୍ଡି -୬୦ ଟଙ୍କା, ବିନ୍‌ – ୬୦…
Read More...

ପୁଣି ଦେଶରେ ଦିନକରେ ୪ ଲକ୍ଷରୁ ଅଧିକ ରୋଗୀ ଚିହ୍ନଟ, ସକ୍ରିୟ ରୋଗୀ ସଂଖ୍ୟା ୩୭ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାର ୭୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍‌ନ୍ତି ଏବଂ ୪୧୮୭ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ରୋଗରୁ ମୁକ୍ତି ପାଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ…
Read More...