ବଲାଙ୍ଗିର ଜିଲ୍ଲାରେ ଆଜି ୪୫୯ ନୂଆ ସଂକ୍ରମିତ ଚିହ୍ନଟ : ବଲାଙ୍ଗିର ପୌରାଂଚଳରୁ ୮୫
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଆଜି ୪୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୮୫ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧ରୁ ୩, ୧୦ରୁ ୧, ୧୧ରୁ ୪, ୧୩ରୁ ୨, ୧୪ରୁ ୨, ୧୫ରୁ ୩, ୧୮ରୁ ୧,!-->…
Read More...
Read More...