ଆଜି ରାଜ୍ୟରେ୧୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର, (କେପିଏନ୍ଏସ୍) : ଦେଶରରେ ତଥା ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିଚାଲିଛି । ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ!-->…
Read More...
Read More...