ଗତ ୨୪ ଘଂଟାରେ ରାଜ୍ୟରେ ୮୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଥମୁନି ଅମାନିଆ ସଂକ୍ରମଣ । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟ ୬୧୬୯୮ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୩୭୩୩ ଜଣ ଆଂଚଳିକ ସଂକ୍ରମଣରୁ!-->…
Read More...
Read More...