Daily Archives

ପାନୀୟ ଜଳର ଭିତ୍ତିପ୍ରସ୍ତର ସହ ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମରେ ଯୋଗଦେଲେ ନରସିଂହ

ମା’ ଭଉଣୀ ଏକତ୍ରିତ ହେଲେ ଅଞ୍ଚଳର ଉନ୍ନତି ହୋଇଥାଏ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଦେଓଗାଁ ବ୍ଲକର ଗମ୍ଭାରିମାଲ ଏବଂ ଛତାପିପଲଠାରେ ଦୁଇଟି ପାନୀୟ ଜଳ ପ୍ରକଳ୍ପର ଶୁଭ ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ
Read More...

ନିଗମାନନ୍ଦ ଆଶ୍ରମ ପରିସରରୁ ଚନ୍ଦନ ଗଛ କାଟିନେଲେ ଦୁର୍ବୃତ୍ତ : ବନ ବିଭାଗର ପାଟ୍ରୋଲିଂ ଜୋରଦାର

କନ୍ଧମାଳ : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଜଗନ୍ନାଥ ମନ୍ଦିର ନିକଟସ୍ଥ ନିଗମାନନ୍ଦ ଆଶ୍ରମ ପରିସରରୁ ବିଳମ୍ବିତ ରାତିରେ ୪ଟି ମୂଲ୍ୟବାନ ଚନ୍ଦନ ଗଛକୁ କାଟି ନେଇଛନ୍ତି ତସ୍କର । ତେବେ ଦୁର୍ବୃତ୍ତମାନେ ଦୁଇଟି ଚନ୍ଦନ ଗଛକୁ ସାଙ୍ଗରେ ନେଇ ଯାଇଥିବା ବେଳେ
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁ ବ୍ୟବସ୍ଥା ହୋଇଥିଲା, ସେହି ପରିମାଣର ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶଜନସାଧାରଣଙ୍କ
Read More...

ବନାଇମୁଣ୍ଡା ପଞ୍ଚାୟତ ସ୍ତରୀୟ ବିଜେପି କର୍ମୀ ସମ୍ମିଳନୀ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରାର୍ଥୀଙ୍କୁ ପୂର୍ଣ୍ଣ ଭାବେ ଜିତାଇବା ପାଇଁ ଉଦ୍ୟମ କରିବାକୁ ଆହ୍ୱାନ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ବନାଇମୁଣ୍ଡା ପଞ୍ଚାୟତର ବନାଇମୁଣ୍ଡା ଗ୍ରାମରେ ବିଜେପି ପକ୍ଷରୁ ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀ
Read More...

ପରୀକ୍ଷାକେନ୍ଦ୍ର ବଦଳ ଦାବୀରେ ଅଭିଭାବକଙ୍କ ଧାରଣା : ବିଇଓଙ୍କ ପ୍ରତିଶୃତି ପରେ ଉଠିଲେ ଅଭିଭାବକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରୀ ଉଚ୍ଚ ବିଦ୍ୟାଳୟରେ ପଢୁଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଦୀର୍ଘ ଦିନରୁ ଦଶମ ବୋର୍ଡ଼ ପରୀକ୍ଷା କେନ୍ଦ୍ରକୁ ନେଇ ଅସନ୍ତୋଷ ରହିଥିବା ଦେଖାଯାଉଛି । ତେବେ ଏହି ବିଦ୍ୟାଳୟର
Read More...

ପିକ୍‌ନିକ୍‌ ପାଇଁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା କାର : ୨ ମୃତ, ୭ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନାର କରଡା ଘାଟିରେ ଏକ ଜାଇଲୋ କାର ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଦୁର୍ଘଟଣାଗ୍ରସ୍ତ କାର
Read More...

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଦେଓଗାଁ ବ୍ଲକ୍ ଘେରାଉ

ଦେଓଗାଁ, (ମନୀଷ କୁମାର ସାହୁ) : ଆଜି ଆସନ୍ତା ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ଦାବୀ ନେଇ ଆଦିବାସୀ ସଂଘ ଦ୍ୱାରା ଦେଓଗାଁରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅସ୍ତ୍ରଶସ୍ତ୍ର ଧରି ଜାତୀୟ ରାଜପଥ ୨୬ ଉପରେ ଶୋଭାଯାତ୍ରା କରିଥିଲେ । ଦେଓଗାଁ ବସଷ୍ଟାଣ୍ଡରେ ଲାଗିଥିବା ମୁଖ୍ୟମନ୍ତ୍ରୀ ନବୀନ
Read More...

ପୁସ୍ତକ ପଠନ ଏକ ଆନ୍ଦୋଳନ ହେଉ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଶିଶୁଶ୍ରୀ ଭ୍ରାମ୍ୟମାନ ପାଠାଗାର ଓ ଭାରତୀ ଶିଶୁ ସାହିତ୍ୟ ଆନୁକୂଲ୍ୟରେ ସ୍ଥାନୀୟ ରାଣାପ୍ରତାପ ଉଚ୍ଚ ବିଦ୍ୟାଳୟଠାରେ ଡ଼ଃ ରବିନାରାୟଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

ଝାରମୁଣ୍ଡାରେ ଜିଲ୍ଲାସ୍ତରୀୟ ଯୁବ ସମ୍ମିଳନୀ

ଲୋଇସିଂହା, (କେପିଏନ୍‌ଏସ୍‌) : ନେହେରୁ ଯୁବ କେନ୍ଦ୍ର, ବଲାଙ୍ଗିର ଓ ଏଥ୍‌ଲେଟିକ ଆସୋସିଏସନ୍‌, ଝାରମୁଣ୍ଡା ଆନୁକୂଲ୍ୟରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡ। ମିନି ଷ୍ଟାଡିୟମଠାରେ ଜିଲ୍ଲା ଯୁବ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ନେହେରୁ ଯୁବକେନ୍ଦ୍ର ଜିଲା ସଂଯୋଜକ ଏ.ଭି.ନରସିଂହା
Read More...

ଫସଲ ବୀମା ପ୍ରିମିୟମ ଭରାଯାଇ ଥିବାର ଆବେଦନକୁ ବାତିଲର ପୁନଃ ଯାଞ୍ଚ କରାଇବାକୁ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କୃଷି କାର୍ଯ୍ୟାଳୟରେ ପଦ୍ମପୁର ଉପଜିଲ୍ଲାପାଳଙ୍କ ଆଦେଶ ଚିଠି ନ- ୪୧୨୧ / ୨୯ / ୧୨ / ୨୦୨୧ କ୍ରମେ ଚଳିତ ୨୦୨୧ ଖରିଫ ଋତୁ ପାଇଁ କୃଷକମାନଙ୍କ ଫସଲ ବୀମା ପ୍ରିମିୟମ ଭରାଯାଇ ଥିବାର ଆବେଦନକୁ ବାତିଲର ପୁନଃ ଯାଞ୍ଚ ପାଇଁ
Read More...