Daily Archives

ଜିଲ୍ଲା ପରିଷଦ ପାଇଁ ଫର୍ମ କିଣିଲେ ୧୭ ଆଶାୟୀ

ପାଟଣାଗଡ଼ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିିୟା ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନରେ ପାଟଣାଗଡ଼ ନିର୍ବାଚନମଣ୍ଡଳୀ ପାଇଁ ୧୭ଟି ନାମାଙ୍କନ ପତ୍ର ବିକ୍ରି ହୋଇଛି । ହେଲେ କୌଣସି ଆଶାୟୀ ପ୍ରାର୍ଥୀ ଜିଲ୍ଲା ପରିଷଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା
Read More...

କୋର୍ଟରେ ରହିଛି ଛାଡ଼ପତ୍ର ମାମଲା : ସ୍ୱାମୀଙ୍କ ଘର ସାମ୍ନାରେ ପତ୍ନୀଙ୍କ ଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାମୀଙ୍କ ଘର ସାମ୍ନାରେ ଶିଶୁପୁତ୍ରକୁ ଧରି ପତ୍ନୀଙ୍କ ଧାରଣା ଦେଇଥିବା ବେଳେ କୋର୍ଟରେ ଛାଡ଼ପତ୍ର ମାମଲା ଚାଲିଥିବା ଜଣାପଡ଼ିଛି । ଟିକ୍ରପଡାରେ ନ୍ୟାୟ ପାଇଁ ସ୍ୱାମୀଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପତ୍ନୀ ଲୋପାମୁଦ୍ରା ମିଶ୍ର । ସୂଚନା ଅନୁସାରେ,
Read More...

ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସାରା ରାଜ୍ୟରେ ଏହି ସମୟ ମଧ୍ୟରେ ୧୧ ହଜାର ୬୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ବଲାଙ୍ଗିର ଜିଲ୍ଲାରେ ଆଜି ସଂକ୍ରମଣ ସଂଖ୍ୟା ସାମାନ୍ୟ କମ୍‌ ରହିଥିଲେ
Read More...

ଖପ୍ରାଖୋଲ ବ୍ଲକରେ ଦ୍ୱିତୀୟ ଦିନରେ ୧୭୭ ଫର୍ମ ନେଲେ, ୫୧ଜଣ ପ୍ରାର୍ଥିପତ୍ର ଦାଖଲ କଲେ

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକରେ ଦ୍ୱିତୀୟ ଦିନରେ ସମୁଦାୟ ୧୭୭ଟି ଫର୍ମ ନେଇଥିବା ବେଳେ ତନ୍ମଧ୍ୟରୁ ୫୧ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବ୍ଲକର ସମସ୍ତ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥି ପାଇଁ ୪୩ଟି ଫର୍ମ ବିକ୍ରି ହୋଇଥିବା ବେଳେ ୯ଜଣ ନାମାଙ୍କନ ଦାଖଲ କରିଛନ୍ତି । ସେହିପରି ୱାର୍ଡସଭ୍ୟ
Read More...

ଏ.ଜି. କାର୍ଯ୍ୟାଳୟର ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଭୂତାଣୁର ଦୃତ ସଂକ୍ରମଣକୁ ଦୃଷ୍ଟିରେ ରଖି ମହାଲେଖାକାର(ଏ.ଜିି.) କାର୍ଯ୍ୟାଳୟର (ଲେଖା ଓ ହକ୍‌ଦାରୀ) ପ୍ରଶାସନ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାର ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ରାଜ୍ୟ ସରକାରଙ୍କ
Read More...

ରାଜ୍ୟରେ ଗତ ୨୪ ଘଂଟାରେ ୧୧ ହଜାର ୬୦୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୬୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୯୧ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୪୭୭୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୭୨୮ ଜଣ
Read More...

ପୂର୍ବତନ ସରପଞ୍ଚ ପ୍ରତାପ ସ୍ୱାଇଁଙ୍କ ପରଲୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜେନାପୁର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ ପୂର୍ବତନ ସମିତିସଭ୍ୟ ପ୍ରତାପ ସ୍ବାଇଁଙ୍କ ଗତକାଲି ଅପରାହ୍ନରେ ତାଙ୍କ ବାସଭବନରେ ପରଲୋକ ଘଟିଥିବା ସୂଚନା ମିଳିଛି । ତାଙ୍କର ଏହି ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କର
Read More...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଜୟନ୍ତୀରେ ସଂକଳ୍ପ ପରିବାର ତରଫରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇ ପଦର ଗ୍ରାମରେ ଏକ ଚାଷୀ ପରିବାରରେ ୧୯୨୬ ମସିହା ଜାନୁଆରୀ ୧୯ ତାରିଖରେ ଜନ୍ମିତ ବିଶିଷ୍ଟ ସୁନାମଧନ୍ୟ ମହିଳା ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରି ଯିଏ କି ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନରେ
Read More...

ପାଟଣାଗଡ଼ : ଦ୍ଵିତୀୟ ଦିନରେ ଜିଲ୍ଲା ପରିଷଦ ନାମାଙ୍କନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀ ନେଲେ ୧୭ ଗୋଟି ଫର୍ମ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡରେ ହେବାକୁ ଯାଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଦ୍ଵିତୀୟ ଦିନରେ ଜିଲ୍ଲା ପରିଷଦ ପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଫିଜ୍ ଦାଖଲ କରି ୧୭ ଗୋଟି ଫର୍ମ ନେଇଥିବା ବେଳେ
Read More...

କନ୍ଧମାଳର ଜିଲ୍ଲା ପରିଷଦ ଜୋନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ୧୮ଟି ଜୋନ ପାଇଁ ଫୁଲବାଣୀ ସ୍ଥିତ ପାରିଜାତ କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମୀଳନୀରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ଉପସ୍ଥିତିରେ ଏବଂ ଜିଲ୍ଲା ବିଜୁ ଜନତା ଦଳ ସଭାପତି ସରୋଜ
Read More...