Daily Archives

ଭୀମପାହାଡ଼ରେ ୧୯୮୫ ମାଟ୍ରିକ ବ୍ୟାଚର ବନ୍ଧୁମିଳନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ନେତ୍ରଭାନୁ ଉଚ୍ଚ ବିଦ୍ୟାଳୟର ୧୯୮୫ ମାଟ୍ରିକ ବ୍ୟାଚର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକଟି ପର୍ଯ୍ୟଟନସ୍ଥଳୀ ଭୀମପାହାଡରେ ଅନୁଷ୍ଠିତ ହୋଇଥିଲା । ରାଜେଶ ଅଗ୍ରୱାଲ, ସୁବାଷ ପାଣିଗ୍ରାହୀ, ଆଦିତ୍ୟ ମିଶ୍ର, କିଶୋର ମେହେର,
Read More...

ଘୁନସରରେ ୨୫ତମ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ : ରଜାପଡା ବିଜୟୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର ସ୍ଥାନୀୟ ବଣାବିଜାର ଖେଳ ପଡିଆଠାରେ ଆଜି ଶ୍ରୀ ଅରବିନ୍ଦ ଯୁବକ ସଂଘ ପକ୍ଷରୁ ୨୫ ତମ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା । ଫାଇନାଲ ଖେଳରେ ରାସ୍ତାମାଲ ଓ ରଜାପଡା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା
Read More...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ନିମନ୍ତେ ଆଦର୍ଶ ଆଚରଣ ବିଧି ପାଳନ ସମ୍ପର୍କିତ…

ମୁକ୍ତ, ଅବାଧ, ନିରପେକ୍ଷ, ଶାନ୍ତି ଶୃଙ୍ଖଳା ତଥା କୋଭିଡ଼ କଟକଣା ପାଳନ ପୂର୍ବକ ନିର୍ବାଚନ ପରିଚାଳନା ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ଘୋଷଣା କାର୍ଯ୍ୟସୂଚୀ ଅନୁଯାୟୀ ମତଦାନ ତା.୧୬/୦୨/୨୨ରୁ ୨୪/୦୨/୨୨
Read More...

ଯୁବନେତା ତପନ ବେଣ୍ଟକାରଙ୍କ ବିଜେପିରେ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଚାର ଧାରାରେ ଅନୁପ୍ରାଣିତ ହୋଇ ଏବଂ ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଇକମାଲ ବ୍ଳକର କେଛୋଦାଦର ଗ୍ରାମର ଟାଣୁଆ ଯୁବ ନେତା ତପନ
Read More...

ଋଷିକୂଲ୍ୟା ମୁହାଁଣ ସମୁଦ୍ର ବେଳାଭୂମି ସଫେଇ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଅଲିଭ ରିଡ଼ଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନ ଓ ପରିବେଶ ସୁରକ୍ଷାକୁ ନେଇ ଋଷିକୂଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ସ୍ଵଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମି
Read More...

ପରିବା ବୋଝେଇ ଅଟୋକୁ ଧକ୍କା ଦେଲା ଟ୍ରକ : ୧ ମୃତ, ୨ ଗୁରୁତର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ହୁମ୍ମା ଗଳାଶଙ୍ଖଠାରେ ଆଜି ସକାଳ ଛଅଟାରେ ଏକ ପରିବା ବୋଝେଇ ଡାଲା ଅଟୋର ପଛକୁ ଟ୍ରକ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଡାଲା ଅଟୋରେ ବସିଥିବା ଜଣେ ମହିଳାଙ୍କ ଘଟଣା ସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ମହିଳା ଓ ଅଟୋ
Read More...

ଶିକ୍ଷା ଉପରେ ଗୁରୁତ୍ୱ ଦେବାକୁ ଅଭିଭାବକ ସଂଘର ଦାବୀ

ନୂଆପଡା, (ନିରାକାର ମେହେର) : ଆଉ କମ୍‌ ଦିନ ଭିତରେ ହେବ ପଂଚାୟତ ନିର୍ବାଚନ । ଯେଉଁ ପ୍ରାର୍ଥୀମାନେ ଚଳିତ ନିର୍ବାଚନ ଲଢୁଛନ୍ତି ସେଇ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନଙ୍କୁ ନିଜ ପଂଚାୟତର ଶିକ୍ଷା କ୍ଷେତ୍ରରେ ବିକାଶ ଆଣିବା ପାଇଁ ଗ୍ରାମବାସୀ ପ୍ରାର୍ଥୀମାନଙ୍କୁ ଶପଥ କରାନ୍ତୁ ବୋଲି ଓଡିଶା
Read More...

ଶିକାଛିଡ଼ା କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (ପୁସ୍ତମ ଯୁଆଡି) : ବଲାଙ୍ଗିର ସଦର ବ୍ଲକ ଶିକାଛିଡ଼ା ଗ୍ରାମରେ ଇଲେଭେନ୍ ଷ୍ଟାର୍ କ୍ରିକେଟ୍ ବ୍ଳକ୍ ପକ୍ଷରୁ ସ୍ଥାନୀୟ ଆର୍.ପି. ଖେଳ ପଡିଆଠାରେ ନବମ ଜୟ ବୁଢା ଡଙ୍ଗର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଗତ ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ବ୍ୟାପି
Read More...

ଅଧିକ ସନ୍ତାନ ଥିବା ପିତାମାତାକୁ ନିର୍ବାଚନରୁ ବାଦ ଦେବାକୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପାଟଣାଗଡ଼, (ଗୋରେଖନାଥ ବରିହା) : ଚଳିତ ପଞ୍ଚାୟତ ନିର୍ବାଚନରେ ପାଟଣାଗଡ଼ ବ୍ଲକ ଫଟାମୁଣ୍ଡା, ତମିଆ, ଖୁଣ୍ଟସମଲେଇ ଆଦି ୩ଟି ପଞ୍ଚାୟତରେ ୩ରୁ ଅଧିକ ପୁଅଝିଅ ଥିବାର ବାପା ମା' ନିର୍ବାଚନ ଲଢ଼ୁଥୁବାରୁ ସେମାନଙ୍କ ନିର୍ବାଚନ ପାର୍ଥୀପତ୍ର ନାକଜ କରିବା ଦାବୀରେ ପାଟଣାଗଡ଼ ବ୍ଲକ କାର୍ଯ୍ୟାଳୟ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୮

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୮ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକରୁ ୧୦ ଜଣ, ବଲାଙ୍ଗିର ବ୍ଲକରୁ ୨୨ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟିରୁ ୨୬ ଜଣେ, ବଙ୍ଗୋମୁଣ୍ଡା ବ୍ଲକରୁ ୨ ଜଣ, ବେଲପଡା
Read More...