Daily Archives

କ୍ଲିନ୍ ଆଣ୍ଡ ଗ୍ରୀନ୍ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ କାର୍ଯ୍ୟର ପ୍ରତିବଦ୍ଧତା ସହ ସହରରେ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଉଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ୭୩ତମ ସାଧାରଣତନ୍ତ୍ର ଦିବସ ସିଭିଲଟାଉନସିପ ସ୍ଥିତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସାଧାରଣ ସଂପାଦକ
Read More...

ସ୍ୱରବ୍ରହ୍ମ ସଂଗୀତ ଏକାଡେମୀ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଝିରପାଣିଠାରେ ସ୍ୱରବ୍ରହ୍ମ ସଂଗୀତ ଏକାଡେମୀ ତରଫରୁ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶାତ୍ମବୋଧ ସଂଗୀତ ସଂନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁ ଶ୍ରୀ ନରସିଂହ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି
Read More...

ସଚେତନ ନାଗରିକ ମଞ୍ଚ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସଚେତନ ନାଗରିକ ମଞ୍ଚ ତରଫରୁ ସେକ୍ଟର ୫ ଆମ୍ଭାଗାନ ନିକଟସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିର ପରିସରରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ସଦସ୍ୟ ଜଟାଧାରି ମାଝୀଙ୍କ ସଂଯୋଜନାରେ କାର୍ଯ୍ୟକାରୀ ସଭାପତି ତଥା ବରିଷ୍ଠ ସାମ୍ବାଦିକ ଡଃ
Read More...

ଆଣ୍ଟି ନିର୍ମଳା ନର୍ସରୀ ସ୍କୁଲରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଭାସୀ ବୈଠକ ମାଧ୍ୟମରେ ଆଣ୍ଟି ନିର୍ମଳା ନର୍ସରୀ ସ୍କୁଲ ତରଫରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସ୍କୁଲର ଉପାଧ୍ୟକ୍ଷ ମଧୁସ୍ମିତା ସେନ୍‌ଙ୍କ ଆବାହକତ୍ୱ ଓ ସଂଯୋଜନାରେ ଆଲୁମନି ତଥା କୋଏଲ ଫ୍ରେସ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ଆଶୁତୋଷ
Read More...

ଆଦର୍ଶ ପାଠାଗାର ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାରଠାରେ କାର୍ଯ୍ୟକାରୀ ସଭାପତି ରାଧାକାନ୍ତ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ
Read More...

ହମିରପୁର ଉନ୍ନୟନ ପରିଷଦ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦର ସଭାପତି ଡଃ ସୁମନ ଦତ୍ତ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆର୍‌ଏସ୍‌ପିର ପ୍ରାକ୍ତନ ଉପମହାପ୍ରବନ୍ଧକ ତଥା ରିତ୍ତିକ ଭୁବନେଶ୍ୱର ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ହକର୍‌ ଆସୋସିଏସନ୍ ସେକ୍ଟର-୨ରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର-୨ବସଷ୍ଟାଣ୍ଡ ହକର ଆସୋସିଏସନ୍‌ରେ ବିମାନ ମାଇତିଙ୍କ ସଂଯୋଜନାରେ ସିଟୁର ସର୍ବଭାରତୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ପ୍ରଶାନ୍ତ କୁମାର
Read More...

ରାଉରକେଲାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ବିଭିନ୍ନ ଅନୁଷ୍ଠାନ ତରଫରୁ ୭୩ତମ ସାଧାରଣ ଦିବସ ପାଳନ ଅବସରରେ ବିଶିଷ୍ଟ ନାଗରିକ ତଥା ଅନୁଷ୍ଠାନର ମୁଖ୍ୟମାନେ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ଅତିଥି ମାନେ ତାଙ୍କ ବକ୍ତବ୍ୟରେ ସମ୍ବିଧାନ ଓ ତାର କାର୍ଯ୍ୟକାରିତା ସଂପର୍କରେ ଆଲୋଚନା କରିବା
Read More...

ସଙ୍ଗମ ‘ଇ’ ପତ୍ରିକା ସପ୍ତମ ସଂସ୍କରଣ ଉନ୍ମୋଚନ ଏବଂ ମାସିକ କବିତା ଆସର ଅନୁଷ୍ଠିତ

ସାହିତ୍ୟ ଜୀବନକୁ ବଞ୍ଚିବା ପାଇଁ ପ୍ରେରଣା ଦିଏ ବାଲିଗୁଡା, (ପୁସ୍ତମ୍ ଯୁଆଡି) : ସାହିତ୍ୟ ଜୀବନକୁ ବଞ୍ଚିବା ପାଇଁ ପ୍ରେରଣା ଦେଇଥାଏ ଏବଂ ସାରା ବିଶ୍ୱର ସାହିତ୍ୟକ ମାନଙ୍କର ମଧ୍ୟରେ ସମ୍ପର୍କ ସ୍ଥାପନ କରିଥାଏ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସଙ୍ଗମ ସାହିତ୍ୟ 'ଇ' ପତ୍ରିକାର ସପ୍ତମ
Read More...

ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ଜିଲ୍ଳା ପ୍ରଶାସନ ପକ୍ଷରୁ କୋଭିଡ କଟକଣା ସହ ୭୩ତମ ସ୍ୱଧୀନତା ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ୱୟ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ
Read More...
error: Content is protected !!