Monthly Archives

January 2022

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ : ଆସନ୍ତୁ ଜାଣିବା, କେଉଁଠୁ କେତେ……

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ ଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ., ବାବୁଫାସଡ଼ ଗ୍ରା.ପ., ରିନ୍‌ବଚନ ଗ୍ରା.ପ. ବୁଦୁଲା ଗ୍ରା.ପ., ଉପରବାହାଲ ଗ୍ରା.ପ.ରୁ ଜଣେ ଲେଖାଏଁ, ବଲାଙ୍ଗିର ବ୍ଲକ…
Read More...

ଶୁଲିଆ ପୀଠରେ ନରସିଂହ : ଦର୍ଶନ କରି ଲୋକଙ୍କ ମଙ୍ଗଳ କାମନା କଲେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପବିତ୍ର ଶୁଲିଆ ପୀଠକୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପହଞ୍ଚି ଶୁଲିଆ ବୁଢାଙ୍କ ଦର୍ଶନ କରିଥିଲେ । ପ୍ରଚୀନ କାଳରୁ କନ୍ଧ ଆଦିବାସୀମାନଙ୍କର ଏହି ପବିତ୍ର ପୀଠରେ କନ୍ଧ ଆଦିବାସୀମାନେ ନିଜର ମାନସିକ ପୂରଣ ପାଇଁ ଶୁଲିଆ ପୀଠରେ ବିଭିନ୍ନ ପ୍ରକାର ପଶୁ,…
Read More...

ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରୁଗୁଡିପଡା ମୂଳନିବାସୀ ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ର (୬୯)ଙ୍କ ହୃଦଘାତ ଯୋଗୁଁ ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ତାଙ୍କ ପତ୍ନୀ ଓ ଦୁଇ ପୁଅଙ୍କୁ ଛାଡି ଚାଲିଯାଇଛନ୍ତି । ଶ୍ରୀ ମିଶ୍ରଙ୍କ ଧର୍ମପତ୍ନୀ ଡ.…
Read More...

ଶୀତ ବେଳେ ବର୍ଷା, ଥରୁଛି ବଲାଙ୍ଗିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶୀତ ସମୟରେ ବଲାଙ୍ଗିର ସହରରେ ଜାରି ରହିଛି ବର୍ଷା । ଥରୁଛି ବଲାଙ୍ଗିର । ପୁଣି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ତେବେ କଳାହାଣ୍ଡି, ବରଗଡ଼,…
Read More...

ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ସ୍ଥାନ ଅପୁରଣୀୟ ରହିବ

ସମ୍ବଲପୁର : ବିଶିଷ୍ଟ ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ସକାଳେ ପରଲୋକ ଘଟିଛି । ସମ୍ବଲପୁର ଜିଲ୍ଲା ପରମାଣପୁର ବାର ଡୁଙ୍ଗରିସ୍ଥିତ ତାଙ୍କର ଘରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା…
Read More...

ରେକର୍ଡ ଭାଙ୍ଗିଲା ବିଦେଶୀ ପକ୍ଷୀଙ୍କ ଆଗମନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଡେବ୍ରିଗଡ ଅଭୟାରଣ୍ୟ ପରିଧି ମଧ୍ୟରେ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା ରିପୋର୍ଟକୁ ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ରିପୋର୍ଟ ଅନୁଯାୟୀ ଚଳିତବର୍ଷ ବିଦେଶୀ ପକ୍ଷୀଙ୍କ ଆଗମନ ୧୦ ବର୍ଷର ରେକର୍ଡ ଭାଙ୍ଗିଛି । ୧୯ ନୂତନ…
Read More...

ରାଜ୍ୟ ନିର୍ବାଚନ କମିଶନଙ୍କ ପଞ୍ଚାୟତ ନିର୍ବାଚନ ନେଇ ବିଶେଷ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମୋଟ ୬୭୯୪ଟି ପଞ୍ଚାୟତରେ ସରପଞ୍ଚ, ୬୭୯୩ ପଞ୍ଚାୟତ ସମିତି ଏବଂ ୮୫୩ଟି ଜିଲ୍ଲା ପରିଷଦ ଜୋନରେ ନିର୍ବାଚନ ଅନୁଷ୍ଠିତ ହେବ । ପୂର୍ବରୁ ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଉଥିବା ବେଳେ ଚଳିତ ଥର ଦିନ ଗୋଟାଏ ଯାଏ ବୃଦ୍ଧି କରାଯାଇଛି ।…
Read More...

କଂଟାବାଂଜି ଅବକାରୀ ବିଭାଗ ଦ୍ୱାରା ୨୫ କେ.ଜି. ଗଂଜେଇ ଜବତ ସହ ଜଣେ କୋର୍ଟ ଚାଲାଣ

କଂଟାବାଂଜି, (ମନିଶ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ତଥା କଂଟାବାଂଜି ଅବକାରୀ ରେଂଜ ଓ ବଙ୍ଗୋମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଭୁଷଲାଡ ଗ୍ରାମରୁ ଜଣେ ଗଂଜେଇ ବେପାରୀଙ୍କୁ ଅବକାରୀ ବିଭାଗ ଗିରଫ କରି ଗଂଜେଇ ଜବତ କରିଛି । ମିଳିଥିବା ସୂଚନା ଅନୁସାରେ କଂଟାବାଂଜି,…
Read More...

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତସ୍ତରୀୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର କନ୍ଦାଗାଡ଼ ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ ନେଇ ଆଜି ଅରବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ବସିଥିଲା । ଏହି ସଭାରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନର ପଂଚାୟତସ୍ତରୀୟ କମିଟି ଗଠନ…
Read More...

ପ୍ରିକ୍‌ସନ୍ ଡୋଜ୍ ନେବାକୁ ପରାମର୍ଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମସ୍ତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ, ଆଗଧାଡ଼ିର କର୍ମୀ ଓ ବହୁବିଧ ରୋଗରେ ପୀଡିତ ୬୦ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି ଯେଉଁମାନେ କୋଭିଡ୍ ଟୀକାର ୨ୟ ଡୋଜ୍ ୯ ମାସ ପୂର୍ବରୁ ନେଇଛନ୍ତି, ସେମାନେ ଯଥାଶୀଘ୍ର ପ୍ରିକ୍‌ସନ୍ ଡୋଜ୍ ନିଅନ୍ତୁ ବୋଲି ଓଡ଼ିଶା ସରକାରଙ୍କ…
Read More...