ଭିଜିଲାନ୍ସ ଜାଲରେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳି
ରାୟଗଡ଼ା : କାଶୀପୁର ବ୍ଲକ କମ୍ପର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିଶିର କୁମାର ସିମିଳିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶିକ୍ଷକ ଶିଶିର କୁମାର ସିମିଳିଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଚଢ଼ାଉ!-->…
Read More...
Read More...