Monthly Archives

January 2022

କିଶୋରମାନଙ୍କ କୋଭିଡ ଟୀକାକରଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ୧୫-୧୮ ବର୍ଷ ବୟସ କିଶୋରମାନଙ୍କ ଟୀକାକରଣ ଆରମ୍ଭ ହୋଇଛି । ଏଥିପାଇଁ ଜାନୁଆରୀ ୧ ତାରିଖରୁ ଅନ୍‌ଲାଇନ୍‌ ପଞ୍ଜୀକରଣ ଚାଲିଛି । ଏହି ପରିପ୍ରେକ୍ଷୀରେ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ସୋମବାର ୨୩୬ ଜଣଙ୍କୁ ଓ ମଙ୍ଗଳବାର ୨୫୯ ଜଣକୁ
Read More...

ଗତ ୨୪ ଘଂଟାରେ ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୮୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୮୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଆପ୍‌ର ମିଶ୍ରଣ ପର୍ବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ହାଟ ଡେଲାଙ୍ଗ ମହାବୀର ମନ୍ଦିର ପ୍ରାଙ୍ଗଣରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ସଞ୍ଜୀବ ମହାନ୍ତିଙ୍କ ନେତୃତ୍ୱରେ ସମାଜ ସେବୀ କିଶୋର କୁମାର ସିଂହ, ସମାଜ ସେବୀ ବିରଞ୍ଚି
Read More...

ସବୁଜ ପ୍ରତିଶୃତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପ୍ରକୃତିବନ୍ଧୁ ହରିହର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତକାଲି ପ୍ଲାଷ୍ଟିକର ବ୍ୟବହାର ବନ୍ଦ କରିବା ପାଇଁ ସବୁଜ
Read More...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଅନୁଷ୍ଠିତ : ସାମିଲ ହେଲେ ୫୫ ପରିବାର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ଆଗଲପୁର ମଣ୍ଡଳ ନଅଗାଁ ସର୍କଲ ତରଫରୁ ସାମାଜିକ ସ୍ରୋତରୁ ଓହରି ଯାଇଥିବା ୫୫ଟି ପରିବାରକୁ ଗୋଣ୍ଡୱାନା ଗୋଣ୍ଡ ମହାସଭାରେ ସାମିଲ କରାଗଲା । ଉକ୍ତ ସଭାରେ ନଅଗାଁ ସର୍କଲ ସଭାପତି ନୀଳକଣ୍ଠ ପୁଟାଙ୍କ ସଭପତିତ୍ୱରେ
Read More...

ଆଗଲପୁର-ଭରସୁଜା ଅଙ୍ଗ ନଦୀ ଉପରେ ନବନିର୍ମିତ ପୋଲ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଓ ଅର୍ଥମନ୍ତ୍ରୀ ନିରଞନ…

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର-ଭରସୁଜା ଅଙ୍ଗ ନଦୀ ଉପରେ ପ୍ରାୟ ୧୭ କୋଟି ବ୍ୟୟ ଅଟକଳରେ ନବନିର୍ମିତ ପୋଲକୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞନ ପୂଝାରୀଙ୍କ ଦ୍ୱରା ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଉଦ୍‌ଘାଟନୀରେ ସମ୍ମାନିତ ଅତିଥି ଭାବେ
Read More...

ଗଞ୍ଜାମ ସହରରେ ଖୋଲିଲା ଆହାର କେନ୍ଦ୍ର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ସହର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ ଆହାର କେନ୍ଦ୍ର ଖୋଲିବାକୁ ପ୍ରଶାସନ ଯୋଗ୍ୟ ବିବେଚନା କରି ଫାଇଭ-ଟି ଯୋଜନାରେ ସାମିଲ କରିଛନ୍ତି । ଗଞ୍ଜାମ ସହରରେ ଗତକାଲି ଆହାର କେନ୍ଦ୍ର ଖୋଲିଛି । ଏହାକୁ
Read More...

ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବ୍ୟବସ୍ଥା ସଂପର୍କିତ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କଂସିଲ ଓ ଟେର୍ଚାପଲାଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ସୋମବାର ଦିନ ପୃଥକ ପୃଥକ ଭାବେ ଜଳବାୟୁ ପରିବର୍ତ୍ତନ ସହଣୀ ଚାଷ ବ୍ୟବସ୍ଥା ସଂପର୍କିତ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା ଅନୁଷ୍ଠିତ
Read More...

ଓବିସି ସଂରକ୍ଷଣରେ ସୁଧାର ଆଣି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବାକୁ ରାଜ୍ୟ ସରକାରଙ୍କଠାରେ ଦାବୀ

• ବିଜେପି-ଓବିସି ମୋର୍ଚ୍ଚା ସମାବେଶ ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଭିତରକୁ ପଶି ବିକ୍ଷୋଭ ପ୍ରଦର୍ଶନ କଲା• ବିଜେପି ଓବିସି ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓବିସି ସଂରକ୍ଷଣ ସୁନିଶ୍ଚିତ କରି
Read More...

ସଂଚାର ଓ ପାଲା ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବୁକୁରାମୁଣ୍ଡା ତରଫରୁ ୭ଟି ଗ୍ରାମ ପଞ୍ଚାୟତ ପାଇଁ ଆସିଥିବା ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମକୁ ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ତଥା କଳାକାର ମହାସଂଘ ସାଧାରଣ ସମ୍ପାଦକ
Read More...