Monthly Archives

January 2022

ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ପ୍ରତିବାଦରେ କନଗାଁ ସ୍କୁଲ ସମ୍ମୁଖରେ ଅଭିଭାବକଙ୍କ ଧାରଣା

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକ ପଡିଆବାହାଲ ପଂଚାୟତ କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବଦଳି ପ୍ରତିବାଦରେ ସୋମବାର ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ସୂଚନା ଅନୁସାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋତିଲାଲ ତାଣ୍ଡିଙ୍କୁ ଅନ୍ୟତ୍ର ବଦଳି…
Read More...

ପ୍ରଥମ ଗ୍ଲୋବାଲ୍‌ ଭର୍ଚୁଆଲ୍‌ ଅନ୍ତର୍ଜାତୀୟ ଟାଇକୋଣ୍ଡୋ ପ୍ରତିଯୋଗିତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଥମ ଗ୍ଲୋବାଲ୍‌ ଭର୍ଚୁଆଲ୍‌ ଅନ୍ତର୍ଜାତୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ଅନ୍‌ଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ସେଥିରେ ଗଞ୍ଜାମ ଜିଲ୍ଲାକୁ ଅନେକ ସଫଳତା ମିଳିଛି । ଏହି ପ୍ରତିଯୋଗିତା ଓଡ଼ିଶା ଟାଇକୋଣ୍ଡୋ ସଂଘ (ପୁରୀ) ଏବଂ ଭାରତ ଥାଇଲାଣ୍ଡ…
Read More...

ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଗଞ୍ଜାମ ଜିଲ୍ଲା ଘୋଷିତ

• କୋଉଠି ଯଦି ବାଲ୍ୟ ବିବାହ ହେଉଥିବା ଖବର ଦେଲେ ଉକ୍ତ ବ୍ୟକ୍ତିଙ୍କୁ ପଚାଶ ହଜାର ଟଙ୍କା ପୁରସ୍କାର ଦିଆଯିବ - ଜିଲ୍ଲାପାଳ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର…
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ପ୍ରାଣ ନେଇଛି କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...

ବଲାଙ୍ଗିର ଭୀମଭୋଇ ମେଡିକାଲ ହସ୍ପିଟାଲ ଠାରେ ୧୫ରୁ ୧୮ ବର୍ଷ ପିଲାଙ୍କ ଟୀକାକରଣ ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ଜାନୁଆରୀ ୧ ତାରିଖ ଠାରୁ ସାରାରାଜ୍ୟରେ ୧୫ରୁ ୧୮ ବର୍ଷ ପିଲାଙ୍କ ଟୀକାକରଣ ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ପରିସରରେ ଟୀକାକରଣର ଶୁଭାରମ୍ଭ ଇନ ଚାର୍ଚ୍ଚ ଜିଲ୍ଲାମୁଖ୍ୟ…
Read More...

କୌଶଲ୍ୟା ଫାଉଣ୍ଡେସନ ତରଫରୁ ସେବା ସପ୍ତାହ ପାଳନ ଅବସରରେ ଶୀତବସ୍ତ୍ର ବଣ୍ଟନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀର କୌଶଲ୍ୟା ଫାଉଣ୍ଡେସନ ଓଟିଏସଏ ପାଟଣାଗଡ଼ ଏସବିଆଇ ଓ ଉତ୍କଳ ଗ୍ରାମୀଣ କିଓସ୍କୋ ବ୍ୟାଙ୍କିଙ୍ଗ ସେବା କେନ୍ଦ୍ର ଆନୁକୂଲ୍ୟରେ ନୂତନ ବର୍ଷ ପାଳନ ଅବସରରେ ଆରମ୍ଭ କରାଯାଇଥିବା ଶୀତବସ୍ତ୍ର…
Read More...

ଗତ ୨୪ ଘଂଟାରେ ୬୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୮୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେନ୍‌ଟାଇନ୍‌ରୁ…
Read More...

ଯୁବ କଳାକାର ଅମିୟ ପ୍ରଧାନଙ୍କ ଦେହାନ୍ତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ରାମଲୀଳାରେ ବୀରବାହୁ ଭୂମିକାରେ ଅଭିନୟ କରି ବିଶେଷ ସୁନାମ ଅର୍ଜନ କରିଥିବା ଅମିୟ ପ୍ରଧାନ(୩୪)ଙ୍କ ଦେହାନ୍ତ ସାରା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି । ଗୁଡଭେଲା ବ୍ଲକରେ ଫାର୍ମାସିଷ୍ଟ ଭାବରେ କାର୍ଯ୍ୟରତ ଅମିୟଙ୍କ ଶେଷ ସମୟରେ ତାଙ୍କ ପାଖରେ ତାଙ୍କ…
Read More...

ପାଖେଇ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସଶସ୍ତ୍ର ଆଦିବାସୀ ମେଳି ପ୍ରଭାବିତ କରିପାରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାଖେଇ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ସର୍‌ଗରମ୍‌ ହେଉଛି ଗ୍ରାମାଂଚଳ । ନିଜ ନିଜ ସ୍ଥିତି ବଳିଷ୍ଠ କରିବାରେ ଅଂଟା ଭିଡ଼ିଲେଣି ବିଭିନ୍ନ ରାଜନୈତିକ ଦଳ । ଠିକ୍‌ ଏତିକି ବେଳେ ବଲାଙ୍ଗିର ସହରରେ ବିଶାଳ ସଶସ୍ତ୍ର ଆଦିବାସୀ ମେଳିି ଦେଖିବାକୁ ମିଳିଛି…
Read More...

କନିଷ୍ଠ ଶିକ୍ଷକଙ୍କର ୫୦ ପ୍ରତିଶତ ଦରମା ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୀର୍ଘଦିନରୁ ଦାବୀ ହୋଇ ଆସୁଥିବା ଓଡିଶାରେ ବିଭିନ୍ନ ଜିଲ୍ଲାରେ କାର୍ଯ୍ୟରତ ୧୧୦୦୦ କନିଷ୍ଠ ଶିକ୍ଷକଙ୍କର ୫୦ ପ୍ରତିଶତ ଦରମା ବୃଦ୍ଧି କରିଥିବାରୁ ଓଡିଶା କନିଷ୍ଠ ଶିକ୍ଷକ ସଂଘର ରାଜ୍ୟସଭାପତି ଅକ୍ଷୟ କୁମାର ପାଢୀ, ରାଜ୍ୟ ସମ୍ପାଦକ ନେତ୍ରାନନ୍ଦ ପଧାନ ଓ…
Read More...