Monthly Archives

January 2022

ମହାତ୍ମା ଗାନ୍ଧୀଙ୍କୁ ଅପମାନିତ କରିଥିବା କାଲିଚରଣଙ୍କୁ ମୁକ୍ତ କରିବା ପାଇଁ ଧାରଣା : ବରିଷ୍ଠ ବିଜେପି ନେତା…

ରାୟପୁର : ମହାତ୍ମା ଗାନ୍ଧୀଙ୍କୁ ଅପମାନିତ କରିଥିବା କାଲିଚରଣଙ୍କୁ ମୁକ୍ତ କରିବା ପାଇଁ ଏବେ ଧାରଣା ଆରମ୍ଭ ହୋଇଯାଇଛି । ବରିଷ୍ଠ ବିଜେପି ନେତା ସଚ୍ଚିଦାନନ୍ଦ ଉପାସନେ ଏବଂ ଧର୍ମ ସଂସଦର ଆୟୋଜକ ପଣ୍ଡିତ ନୀଳକାନ୍ତ ତ୍ରିପାଠୀ ଗୁରୁବାର ଦିନ ରାଜଧାନୀ ରାୟପୁରର ରେଳ ଷ୍ଟେସନ ନିକଟରେ ବିକ୍ଷୋଭ
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ
Read More...

ସ୍ୱାମୀଙ୍କୁ ହତ୍ୟା କରି ପ୍ରେମିକ ସହ ଶବ ନିକଟରେ ରୋମାନ୍ସ କରୁଥିଲେ ଦୁଇଟି ସନ୍ତାନର ମାଆ

ରାଜଗଡ଼ : ମଧ୍ୟପ୍ରଦେଶର ରାଜଗଡ଼ରେ ଏକ ଅମାନବିକ ମାମଲା ସାମ୍ନାକୁ ଆସିଛି । ପ୍ରେମ ସମ୍ପର୍କ ହେତୁ ଜଣେ ମହିଳା ପ୍ରେମିକଙ୍କ ହାତରେ ହତ୍ୟା ନିଜ ସ୍ୱାମୀଙ୍କୁ ହତ୍ୟା କରାଇବା ପରେ ସ୍ୱାମୀଙ୍କ ମୃତ ଦେହ ନିକଟରେ ପ୍ରେମିକ ସହିତ ରୋମାନ୍ସ କରୁଥିବା ଭଳି ଖବର ମିଳିଛି । ରାଜଗଡର ଏସ୍‌ପି
Read More...

ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ ତରଫରୁ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ ତରଫରୁ ଶାନ୍ତିପଡା ସ୍ଥିତ ମୁଖ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପି.କେ. ତିୱାରୀଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସମସ୍ତ ଅଧିକାରୀ, ଅଧନସ୍ଥ ଅଧିକାରୀ ଓ ଜବାନମାନେ ଉପସ୍ଥିତ
Read More...

ପୁରୀରେ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ : ପୁରୀ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ଗତକାଲି ତାଳବଣିଆସ୍ଥିତ ଇନଡେ଼ାର ଷ୍ଟାଡ଼ିୟାମ ଠାରେ ପାଳିତ ହୋଇଯାଇଛି । ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ପବିତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ
Read More...

ଇସ୍ପାତ ମାର୍କେଟରେ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସେଣ୍ଟ୍ରାଲ ମାର୍କେଟଠାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମାର୍କେଟ କମିଟିର ସଭାପତି ଶଙ୍କର ଜେନାଙ୍କ ସଭାପତିତ୍ତତ୍ୱ ଓ ସାଧାରଣ ସଂପାଦକ ମୁରଲିଧର ମିଶ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସେକ୍ଟର ୧୯ ଥାନାର
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୪ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକରୁ ୭ ଜଣ, ବଲାଙ୍ଗିର ବ୍ଲକରୁ ୫ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟିରୁ ୨୨ ଜଣେ, ବଙ୍ଗୋମୁଣ୍ଡା ବ୍ଲକରୁ ୧୭ ଜଣ, ବେଲପଡା
Read More...

ବଲାଙ୍ଗିର ରକ୍ତ ଭଣ୍ଡାର ଠାରେ ରକ୍ତଦାନ କରି ରୋଗୀଙ୍କ ଅମୂଲ୍ୟ ଜୀବନ ବଞ୍ଚାଇଲେ ରକ୍ତଦାତା ବିକାଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସାରା ବିଶ୍ୱକୁ ଘାରିଛି କରୋନା ମହାମାରୀର ତୃତୀୟ ଲହରର ଭୟ । ଏଭଳି ପରିସ୍ଥିତିରେ ଲୋକେ ଘରୁ ବାହାରିବା ତ ଦୂରର କଥା ରକ୍ତଦାନ କରିବା ପାଇଁ କେହି ଇଚ୍ଛା ପ୍ରକାଶ କରୁନାହାନ୍ତି । ତେବେ ଏଭଳି ସମୟରେ ବଲାଙ୍ଗିରର ଭୀମ ଭୋଇ ମେଡ଼ିକାଲ କଲେଜ
Read More...

‘ନବୀନ’ କାର୍ଯ୍ୟାଳୟରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର : ସ୍ଥାନୀୟ "ନବୀନ' କାର୍ଯ୍ୟାଳୟରେ ୭୩ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଡ.ଡମ୍ବରୁଧର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ନବୀନ ପାଠାଗାର ଓ
Read More...

ରାଉରକେଲା ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ତରଫରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ତରଫରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଆସୋସିଏସନ୍‌ର ସଭାପତି ବିରଞ୍ଚି ନାରାୟଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଥିାବେଳେ ସାଧାରଣ ସଂପାଦିକା ସଂଗୀତା ଜେନାଙ୍କ ଆବାହକତ୍ୱ ଓ ଉପସଭାପତି ତଥା କବି
Read More...