Monthly Archives

January 2022

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ
Read More...

ରାଜଧାନୀରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ, ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର : ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ
Read More...

ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୭୪୨୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୭୪୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪୫୧୨ ନୂଆ
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସ୍ଥାନୀୟ ସଂଘ କାର୍ଯ୍ୟାଳୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି ବିଭୂତି ଭୁଷଣ କର ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।
Read More...

ସ୍ୱାମୀ ବିବେକାନନ୍ଦଙ୍କ ୧୬୦ତମ ଜନ୍ମୋତ୍ସବ ପାଳନ

ମ.ରାମପୁର, (ହେମନ୍ତ ସାହୁ) : କୋଭିଡ଼ କଟକଣା ମଧ୍ୟରେ ଶ୍ରୀରାମକୃଷ୍ଣ ଆଶ୍ରମ ମ.ରାମପୁରର ସଂପାଦକ ସ୍ୱାମୀ ଅଶୋକାନନ୍ଦ ଜୀଙ୍କ ପୌରାହିତ୍ୟରେ ବିଶ୍ୱ ବିଜୟୀ ସ୍ୱାମୀ ବିବେକାନନ୍ଦଙ୍କ ୧୬୦ତମ ଜନ୍ମୋତ୍ସବ ପାଳିତ ହୋଇଯାଇଛି । ପ୍ରାତଃ କାଳରୁ ପୂଜା, ହୋମ ସମାପନ ପରେ ଏକ ଆଧ୍ୟାତ୍ମିକ ସଭା
Read More...

ସାଇଟ୍‌ ସଦାଇପାଲିଠାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିକଟସ୍ଥ ସାଇଟ୍‌ କଲେଜ ସଦାଇପାଲିଠାରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ୍‌ -୧୯ର ନିୟମାନୁସାରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ସାଇଟ୍‌ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଲନ
Read More...

ଟାଇଗର୍‌ ୟୁଥ୍‌ କ୍ଲବ୍‌ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡ଼ା ସ୍ଥିତ ଟାଇଗର୍‌ ୟୁଥ୍‌ କ୍ଲବ୍‌ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ‘କୋଶଳ ପ୍ରବାହ’ର ସଂପାଦକ ତଥା କବି ଆନଂଦ ଚଂଦ୍ର ସାହୁ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ବରିଷ୍ଠ ସଦସ୍ୟ ନବୀନ ପଶାୟତ ଜାତୀୟ ପତକା ଉତ୍ତୋଳନ କରିଥିଲେ । ସଂଘର ଉପସଭାପତି ଆନଂଦ ଚଂଦ୍ର ସାହୁ, ସାଧାରଣ ସଂପାଦକ ବଳରାମ ମିଶ୍ର, ସାଂଗଠାନିକ ସଂପାଦକ ଶରତ କୁମାର
Read More...

ଭାଜପାକୁ ଆଉ ଏକ ଝଟ୍‌କା : ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରଥମେ ଦଳୀୟ ପ୍ରାର୍ଥିନୀ ନାମାଙ୍‌ଙ୍କନ ପତ୍ର ପ୍ରତ୍ୟାହାର ପରେ ଦଳର ବରିଷ୍ଠ ସଦସ୍ୟ ସୁକାନ୍ତ ଦାଶ ଦଳ ଛାଡ଼ିବା ଘଟଣା ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଷ୍ମତା ବଢ଼ିବାରେ ଲାଗିଛି । ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ
Read More...

ଦେଓଗାଁ ବ୍ଲକ ଆଦିବାସୀ ସଂଘର ଜରୁରୀ ବୈଠକ

ବିଜେଡ଼ି ଜିଲ୍ଲା ପରିଷଦ ପ୍ରାର୍ଥୀ ସହ ୫ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ସାମାଜିକ ବାସନ୍ଦବିଜେଡ଼ି ପ୍ରାର୍ଥୀଙ୍କ ଶାଶୁଙ୍କ ଶବ ପଡ଼ିରହିଲା ୫ଘଣ୍ଟା, ସଂଘର ନିଷ୍ପତ୍ତି ପରେ ଉଠିଲା ଶବ : ଅପରାହ୍ନରେ ହେଲା ସତ୍କାର ଦେଓଗାଁ, (ମନୀଷ କୁମାର ସାହୁ) : ପଞ୍ଚାୟତ ନିର୍ବାଚନରେ ସରକାର ସରପଞ୍ଚ ଓ
Read More...