Monthly Archives

January 2022

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ…
Read More...

ରାଜଧାନୀରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ, ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର : ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ…
Read More...

ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୭୪୨୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୭୪୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪୫୧୨ ନୂଆ…
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସ୍ଥାନୀୟ ସଂଘ କାର୍ଯ୍ୟାଳୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି ବିଭୂତି ଭୁଷଣ କର ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।
Read More...

ସ୍ୱାମୀ ବିବେକାନନ୍ଦଙ୍କ ୧୬୦ତମ ଜନ୍ମୋତ୍ସବ ପାଳନ

ମ.ରାମପୁର, (ହେମନ୍ତ ସାହୁ) : କୋଭିଡ଼ କଟକଣା ମଧ୍ୟରେ ଶ୍ରୀରାମକୃଷ୍ଣ ଆଶ୍ରମ ମ.ରାମପୁରର ସଂପାଦକ ସ୍ୱାମୀ ଅଶୋକାନନ୍ଦ ଜୀଙ୍କ ପୌରାହିତ୍ୟରେ ବିଶ୍ୱ ବିଜୟୀ ସ୍ୱାମୀ ବିବେକାନନ୍ଦଙ୍କ ୧୬୦ତମ ଜନ୍ମୋତ୍ସବ ପାଳିତ ହୋଇଯାଇଛି । ପ୍ରାତଃ କାଳରୁ ପୂଜା, ହୋମ ସମାପନ ପରେ ଏକ ଆଧ୍ୟାତ୍ମିକ ସଭା…
Read More...

ସାଇଟ୍‌ ସଦାଇପାଲିଠାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିକଟସ୍ଥ ସାଇଟ୍‌ କଲେଜ ସଦାଇପାଲିଠାରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ୍‌ -୧୯ର ନିୟମାନୁସାରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ସାଇଟ୍‌ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଲନ…
Read More...

ଟାଇଗର୍‌ ୟୁଥ୍‌ କ୍ଲବ୍‌ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡ଼ା ସ୍ଥିତ ଟାଇଗର୍‌ ୟୁଥ୍‌ କ୍ଲବ୍‌ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ‘କୋଶଳ ପ୍ରବାହ’ର ସଂପାଦକ ତଥା କବି ଆନଂଦ ଚଂଦ୍ର ସାହୁ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ ।…
Read More...

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ବରିଷ୍ଠ ସଦସ୍ୟ ନବୀନ ପଶାୟତ ଜାତୀୟ ପତକା ଉତ୍ତୋଳନ କରିଥିଲେ । ସଂଘର ଉପସଭାପତି ଆନଂଦ ଚଂଦ୍ର ସାହୁ, ସାଧାରଣ ସଂପାଦକ ବଳରାମ ମିଶ୍ର, ସାଂଗଠାନିକ ସଂପାଦକ ଶରତ କୁମାର…
Read More...

ଭାଜପାକୁ ଆଉ ଏକ ଝଟ୍‌କା : ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରଥମେ ଦଳୀୟ ପ୍ରାର୍ଥିନୀ ନାମାଙ୍‌ଙ୍କନ ପତ୍ର ପ୍ରତ୍ୟାହାର ପରେ ଦଳର ବରିଷ୍ଠ ସଦସ୍ୟ ସୁକାନ୍ତ ଦାଶ ଦଳ ଛାଡ଼ିବା ଘଟଣା ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଷ୍ମତା ବଢ଼ିବାରେ ଲାଗିଛି । ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ…
Read More...

ଦେଓଗାଁ ବ୍ଲକ ଆଦିବାସୀ ସଂଘର ଜରୁରୀ ବୈଠକ

ବିଜେଡ଼ି ଜିଲ୍ଲା ପରିଷଦ ପ୍ରାର୍ଥୀ ସହ ୫ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ସାମାଜିକ ବାସନ୍ଦବିଜେଡ଼ି ପ୍ରାର୍ଥୀଙ୍କ ଶାଶୁଙ୍କ ଶବ ପଡ଼ିରହିଲା ୫ଘଣ୍ଟା, ସଂଘର ନିଷ୍ପତ୍ତି ପରେ ଉଠିଲା ଶବ : ଅପରାହ୍ନରେ ହେଲା ସତ୍କାର ଦେଓଗାଁ, (ମନୀଷ କୁମାର ସାହୁ) : ପଞ୍ଚାୟତ ନିର୍ବାଚନରେ ସରକାର ସରପଞ୍ଚ ଓ…
Read More...