ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ । ପ୍ରଥମ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବେ ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଗତବର୍ଷ ପ୍ରଥମ ଭାରତୀୟ ଭାବେ ପାରା ଅଲମ୍ପିକ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ଜିତି ଚର୍ଚ୍ଚାକୁ ଆସିଥିଲେ!-->…
Read More...
Read More...