Monthly Archives

January 2022

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ
Read More...

ମହାନ୍ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବକ୍ସି ଜଗବନ୍ଧୁଙ୍କ ଅପୂର୍ବ ତ୍ୟାଗ, ବଳିଷ୍ଠ, ସାହସ ଓ ବୀରତ୍ୱର ଗାଥା ଓଡ଼ିଆ ଜାତିର ଶୌର୍ଯ୍ୟ ଓ
Read More...

ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୭୨୯୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୭୨୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୫୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୧୭୬୫ ନୂଆ
Read More...

ଜଙ୍ଗଲରୁ ଦୁଇ ଶିକାରୀ ଗିରଫ : ବନ୍ଧୁକ, ଗୁଳି ଜବତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଜଙ୍ଗଲ ବିଭାଗ ରେଞ୍ଜ ଅଧିନ ବନ୍ଧଗଡ଼ ଜଙ୍ଗଲ ମଧ୍ୟରୁ ଗତକାଲି ବନ ବିଭାଗ ପକ୍ଷରୁ ଦୁଇ ଜଣ ଶିକାରୀଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ ସହ ୧୦ଟି ଗୁଳି, ବାଟଲିଖଡ଼ା, ବଣକୁକୁଡା
Read More...

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର ମେହେର ସ୍ମୃତି ସଦନଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ଦିବାପ୍ସଗତ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ବିୟୋଗରେ ତାଙ୍କୁ
Read More...

ମା’ ଘଣ୍ଟେଶ୍ୱରୀ ସାହିତ୍ୟ ଘର ଚିପିଲିମା ଆନୁକୂଲ୍ୟରେ ସୁବାଷ ଚନ୍ଦ୍ର ବୋଷ ତଥା ବୀର ସୁରେନ୍ଦ୍ର ସାଏଙ୍କର ଜନ୍ମ…

ସମ୍ବଲପୁର : ମା' ଘଣ୍ଟେଶ୍ୱରୀ ସାହିତ୍ୟ ଘର ଚିପିଲିମା ଆନୁକୂଲ୍ୟରେ ସୁବାଷ ଚନ୍ଦ୍ର ବୋଷ ତଥା ବୀର ସୁରେନ୍ଦ୍ର ସାଏଙ୍କର ଜନ୍ମ ଜୟନ୍ତୀ ଗତକାଲି ଅନ୍‌ଲାଇନ୍‌ ଆସର ମାଧ୍ୟମରେ ଆୟୋଜିତ ହୋଇଯାଇଛି । ଏହି ଆସରରେ ୫ ଜଣ କବି କବୟିତ୍ରୀ ତାଙ୍କର ସ୍ୱରଚିତ କବିତା ପାଠ କରିଥିଲେ ସେମାନେ ହେଲେ
Read More...

ବଲାଙ୍ଗିର ଡିଏଫ୍‌ଓ ଅଫିସର ସିସିଟିଭି ଚୋରି ମାମଲାର ଅଭିଯୁକ୍ତ ଗିରଫ : କୋର୍ଟ ଚାଲାଣ କଲା ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଡିଏଫ୍‌ଓ ଅଫିସର ସିସିଟିଭି ଚୋରି ମାମଲାରେ ଜଣେ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ ତୋଫାନ ବାଗ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଗତ ଡିସେମ୍ବର ୯ ତାରିଖ ରାତିରେ ବଲାଙ୍ଗିର ଡିଏଫ୍‌ଓ ଅଫିସରୁ
Read More...

ସହରର ଠିକାଦାରପଡାରେ ଗୋଦାମ ଘର ତାଲାକାଟି ଚୋରି ହୋଇଥିବା ନେଇ ଟାଉନଥାନାରେ ଅଭିଯୋଗ କଲେ ଠିକାଦାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଦିନକୁ ଦିନ ବଢି ବଢି ଚାଲୁଛି ଅପରାଧ । ଏହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପ୍ରଶାସନ ମଧ୍ୟ ଦିନ ରାତି ପଇଁତରା ମାରୁଛି । ତା' ସତ୍ୱେ ଟାଉନ ଥାନା ନିକଟସ୍ଥ ଠିକାଦାରପଡା ସ୍କୁଲ ସମ୍ମୁଖରେ ଥିବା ଏକ ଠିକାଦାରଙ୍କ ଗୋଦାମ ଘରର ତାଲା କାଟି କିଛି
Read More...

ଅସ୍ତିତ୍ଵ ଓ ପିଇସିଟି.ର ମିଳିତ ଆନୁକୁଲ୍ୟରେ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମବାର୍ଷିକୀ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମାଜସେବା ଅନୁଷ୍ଠାନ ଅସ୍ତିତ୍ଵ ଓ ପିଇସିଟି.ର ମିଳିତ ଆନୁକୁଲ୍ୟରେ ସ୍ଵାଧୀନତା ସଂଗ୍ରାମର ଅନ୍ୟତମ ମହାନ ନେତା , ଅଗଣିତ ଭାରତୀୟଙ୍କୁ ଦେଶ ସେବା ପାଇଁ ଆହ୍ୱାନ ଦେଇଥିବା ଆଜାଦ ହିନ୍ଦଫୌଜର ମହାନ ନାୟକ ଓ ଓଡ଼ିଶାର ବୀର ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର
Read More...

ଆଇଏଏସ୍ କ୍ୟାଡର ନିୟମରେ ପରିବର୍ତ୍ତନ ପ୍ରସଙ୍ଗ : କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ମତଭେଦ, ଅନେକ ରାଜ୍ୟର ସିଏମ ମୋଦୀ…

ନୂଆଦିଲ୍ଲୀ : ଆଇଏଏସ୍ (କ୍ୟାଡର) ନିୟମ, ୧୯୫୪ରେ ସଂଶୋଧନ ପାଇଁ କେନ୍ଦ୍ରର ପ୍ରସ୍ତାବ ବିରୋଧରେ ବିଭିନ୍ନ ରାଜ୍ୟର ଅଣ-ବିଜେପି ସରକାର ଏକଜୁଟ ହୋଇଛନ୍ତି । ପଶ୍ଚିମବଙ୍ଗ, ରାଜସ୍ଥାନ, ଝାଡ଼ଖଣ୍ଡ, ଛତିଶଗଡ, କେରଳ, ତାମିଲନାଡୁ ସମେତ ଅନେକ ଅଣ-ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏ
Read More...