Monthly Archives

January 2022

ଝାରସୁଗୁଡ଼ା ଏୟାର୍‌ପୋର୍ଟରେ ପଶ୍ଚିମ ଓଡିଶା ଯୁବା ମଂଚ ତରଫରୁ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ଝାରସୁଗୁଡ଼ା, (କେପିଏନ୍‌ଏସ୍‌) : ଆଜି ଝାରସୁଗୁଡ଼ା ଏୟାର୍‌ପୋର୍ଟରେ ପଶ୍ଚିମ ଓଡିଶା ଯୁବା ମଂଚ ତରଫରୁ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଏୟାର୍‌ପୋର୍ଟ ଡାଇରେକ୍ଟର ପୱନ କୁମାର ମଧ୍ୟ ପଶ୍ଚିମ ଓଡିଶା ଯୁବା ମଂଚର ସଦସ୍ୟମାନଙ୍କ ସହ ଉପସ୍ଥିତ ରହି ବୀର
Read More...

ଛତ୍ରପୁରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ଜୟନ୍ତୀ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ସହରରେ ଏକ ପ୍ରଭାତ ଫେରି ସାରି ଜିଲ୍ଲା ସଦର ମହକୁମା ଛତ୍ରପୁର ସହରର ଭିଆଇପି ରୋଡ଼ ଏବଂ କୋର୍ଟ ଷ୍ଟେସନ ସାହି ନିକଟରେ ଅବସ୍ଥାପିତ ଜାତୀୟ ବରପୁତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ
Read More...

ବଲାଙ୍ଗିର ନାଗରିକ କମିଟିର ନୂତନ କର୍ମକର୍ତ୍ତାମାନଙ୍କର ପ୍ରଥମ ବୈଠକ : ନେତାଜୀ ସୁବାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଜେଏସ୍‌ଏମ୍‌ କଲେଜଠାରେ ବଲାଙ୍ଗିର ନାଗରିକ କମିଟିର ନୂତନ କର୍ମକର୍ତ୍ତାମାନଙ୍କର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ବେଲାରସିଂ ଭୋଇ, ନେତାଜୀ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ର ଉପରେ
Read More...

ପ୍ରଧାନମନ୍ତ୍ରୀ ମୋଦୀ ନେତାଜୀଙ୍କ ହୋଲୋଗ୍ରାମ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ : କହିଲେ – ଆଜି ଭାରତ…

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଇଣ୍ଡିଆ ଗେଟ୍‌ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭାରତ ମାତାର ସାହସୀ ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ
Read More...

ଆସନ୍ତାକାଲି ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳ ସହ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୩୧ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ଉଲୁଣ୍ଡା, ବିନିକା ବୀରମହାରାଜପୁର,
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର ଆଭାସୀ କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କୈଳାଶ ସଗରିଆ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଆଭାସୀ କାର୍ଯ୍ୟକ୍ରମ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡ଼ିଶାର ସଭାପତି ଡ.ରଘୁନାଥ ପଣ୍ଡା ଓ
Read More...

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କବିଶ୍ରୀ ଗୋବର୍ଦ୍ଧନ ଦାସଙ୍କ ଜନ୍ମ ଶତବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ, ସର୍ବୋଦୟ ଓ ଭୂଦାନ ନେତା, ସମାଜସେବୀ, ସାହିତ୍ୟିକ, କବି, ନାଟ୍ୟକାର, ଅଭିନେତା କବିଶ୍ରୀ ଗୋବର୍ଦ୍ଧନ ଦାସଙ୍କ ଜନ୍ମ ଶତବାର୍ଷିକୀ ପାଳନ ପାଇଁ କବିଶ୍ରୀ କଲ୍‌ଚର୍‌ ଭଇଁଷା ଠାରେ ଆଜି ଏକ ପ୍ରସ୍ତୁତି ବୈଠକ
Read More...

ଅପ୍ରତିଦ୍ଵନ୍ଦୀ ଭାବେ ସସ୍ମିତା ହେଲେ ପପଙ୍ଗା ପଞ୍ଚାୟତର ସରପଞ୍ଚ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଭେଡେନ ବ୍ଲକ ପପଂଗା ପଂଚାୟତରେ ଏକ ମାତ୍ର ପ୍ରାର୍ଥିନୀ ଭାବେ ସସ୍ମିତା ହୋତା ମନୋନୟନ ପତ୍ର ଦାଖଲ କରି ଅପ୍ରତିଦ୍ଵନ୍ଦୀ ରହିଛନ୍ତି । ପୂର୍ବତନ କଂଗ୍ରେସ ନେତା ସ୍ଵର୍ଗତ ସିତାରାମ ହୋତାଙ୍କ ପୁତ୍ର ବଧୂ ସସ୍ମିତା ହୋତା ସରପଞ୍ଚ ପ୍ରାର୍ଥିନୀ ହୋଇଥିଲେ ।
Read More...

ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବିଧାନସଭା କ୍ଷେତ୍ରର ପୁର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହୃତ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସର ଉପସଭାପତି ଜାଜ୍ଞାସ୍ୱର ବାବୁ । ଏନେଇ ପ୍ରଦେଶ
Read More...

ଇସ୍ପାତ ମାର୍କେଟରେ ନେତାଜୀଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସେଣ୍ଟ୍ରାଲ ମାର୍କେଟ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ କରୋନା ନିୟମ ଅନୁଯାୟୀ ପାଳନ କରାଯାଇଛି । କବି ଆର୍ତ୍ତତ୍ରାଣ ମହାପାତ୍ରଙ୍କ ସଭାପତିତ୍ୱ ଓ ବଣିକ ସଂଘର ସାଧାରଣ ସଂପାଦକ ମୁରଲିଧର ମିଶ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...