ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଶକ୍ତିନଗର ଛକଠାରେ ପାଳନ କରାଯାଇଛି । ମଂଚର ସାଧାରଣ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...