Monthly Archives

January 2022

ଦେଓଗାଁ ବ୍ଲକରେ ୨୩୩ ଜଣ ସରପଞ୍ଚ ଓ ସମିତି ସଭ୍ୟ ପଦବୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କଲେ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକରେ ସରପଞ୍ଚ ଓ ସମିତି ସଭ୍ୟ ପଦବୀ ପାଇଁ ୨୩୩ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସରପଞ୍ଚ ଭାବେ ବିଭିନ୍ନ ପଞ୍ଚାୟତରେ ୧୩୮ଜଣଙ୍କ ନାମାଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ସମିତି ସଭ୍ୟ ପଦବୀ ପାଇଁ ୯୫ଟି ପ୍ରାର୍ଥୀପତ୍ର ଦାଖଲ ହୋଇଥିବା ସୂଚନା
Read More...

ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀର ଜୋନ୍ ନଂ ୧୨, ୧୩, ୨୨ ଏବଂ ୨୩ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କଲେ ବିଜେପି…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀର ଜୋନ୍ ନଂ ୧୨, ୧୩, ୨୨ ଏବଂ ୨୩ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ବିଜେପି ମହିଳା ମୋର୍ଚ୍ଚାର ୪ ନେତ୍ରୀ । ତେବେ ୧୨ ନଂ ଜୋନ ପାଇଁ ତୁଲାନ୍ଦ୍ରି କୁଅଁର, ୧୩ ନଂ ଜୋନ ପାଇଁ, ଜୟାକୁମାରୀ ସେଠ, ୨୨ ନଂ ଜୋନ ପାଇଁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର,
Read More...

ବିଜେଡ଼ି ସମର୍ଥନରେ କୌଣସି ଆଦିବାସୀ ନିର୍ବାଚନ ଲଢ଼ିଲେ ଜାତିରୁ ବାସନ୍ଦ କରିବାକୁ ନିଷ୍ପତ୍ତି ନେଲା ଜିଲ୍ଲା ଆଦିବାସୀ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜେଡ଼ି ସମର୍ଥନରେ କୌଣସି ଆଦିବାସୀ ନିର୍ବାଚନ ଲଢ଼ିଲେ ଜାତିରୁ ବାସନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବଲାଙ୍ଗିର ଜିଲ୍ଲା ଆଦିବାସୀ ସଂଘ । ସଂଘ ସଭାପତି ଥବିର ଧରୁଆ କହିଛନ୍ତି ଯେ, ବଲାଙ୍ଗିର ଜିଲ୍ଲାର ୧୪ଟି ଯାକ ବ୍ଲକ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।
Read More...

ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୨୩୨ଜଣ କରୋନା ସଂକ୍ରମିତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଗତ ୨୪ ଘଂଟାରେ ୨୩୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟ ମଧ୍ୟରେ ୮ ହଜାର ୮୪୫ଜଣ ସଂକ୍ରମିତ ରାଜ୍ୟରେ ଚିହ୍ନଟ ହୋଇଥିବା କୁହାଯାଇଛି । କରୋନା ସଂକ୍ରମଣ
Read More...

ବଲାଙ୍ଗିର ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୮ ହଜାର ୫୪୩ ନାମାଙ୍କନ ପତ୍ର ଦାଖଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୮ ହଜାର ୫୪୩ଟି ନାମାଙ୍କନ ପତ୍ର ଦାଖଲ ହୋଇଥିବା ଜିଲ୍ଲା ପଞ୍ଚାୟତ ଅଧିକାରୀ ସୂଚନା ଦେଇଛନ୍ତି । ୱାର୍ଡ ମେମ୍ବର ପ୍ରାର୍ଥୀ ଭାବେ ୬୨୨୫ଜଣ, ସରପଞ୍ଚ ପ୍ରାର୍ଥୀ ଭାବେ ୧୭୫୪ ଜଣ, ସମିତି ସଭ୍ୟ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ଶେଷ ଦିନରେ ୧୭୮୧ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନ ପାଇଁ ସମଗ୍ର ରାଜ୍ୟରେ ତଥା ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ଶେଷ ଦିନରେ ୧୭୮୧ ନାମାଙ୍କନପତ୍ର ଦାଖଲ ହୋଇଛି । ୧୭ତାରିଖରୁ ୨୧ ତାରିଖ ଯାଏଁ ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟ, ଜିଲ୍ଲାପରିଷଦ ପ୍ରାର୍ଥୀମାନେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ତଳେ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୮୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୨୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୮୧୫୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୨୮ ଜଣ
Read More...

ସରିଲା ନାମାଙ୍କନ ପତ୍ର, ସମୁଦାୟ ୬୮୩ ପ୍ରାର୍ଥୀ

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ବିଭିନ୍ନ ପଦ ନିମନ୍ତେ ସମୁଦାୟ ୨୩୪ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ସରପଞ୍ଚ ପାଇଁ ୪୬ଜଣ, ସମିତିସଭ୍ୟ ପାଇଁ ୩୧ଜଣ ଏବଂ ୱାର୍ଡସଭ୍ୟ ପାଇଁ ୧୫୭ ଜଣ ପ୍ରାର୍ଥୀ
Read More...

ନାମାଙ୍କନର ଶେଷ ଦିବସରେ ବିଜେଡି-ବିଜେପି ମୁହାଁମୁହିଁ

• ରଣାଙ୍ଗନରେ କମ୍ଫି ଉଠିଲା ବିଜେଡି ସ୍ଲୋଗାନର ରୋଳ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ନାମାଙ୍କନପତ୍ରର ଶେଷ ଦିବସରେ ବିଜେପି ଓ ବିଜେଡି ଦଳୀୟ ପକ୍ଷରୁ ପ୍ରଦର୍ଶିତ ରାଲି ସମାବେଶରେ ଘମାଘୋଟ ଲଢ଼େଇ ସଦୃଶ
Read More...