ପୂର୍ବତନ ସରପଞ୍ଚ ପ୍ରତାପ ସ୍ୱାଇଁଙ୍କ ପରଲୋକ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜେନାପୁର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ ପୂର୍ବତନ ସମିତିସଭ୍ୟ ପ୍ରତାପ ସ୍ବାଇଁଙ୍କ ଗତକାଲି ଅପରାହ୍ନରେ ତାଙ୍କ ବାସଭବନରେ ପରଲୋକ ଘଟିଥିବା ସୂଚନା ମିଳିଛି । ତାଙ୍କର ଏହି ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କର!-->…
Read More...
Read More...