ଛତିଶଗଡରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ : ୫ ମାଓବାଦୀ ମୃତ
ଛତିଶଗଡ : ଛତିଶଗଡରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଖବର ମିଳିଛି । ତେବେ ଏହି ଏନ୍କାଉଣ୍ଟରରେ ୨ଟି ଭିନ୍ନ ଭିନ୍ନ ସ୍ଥାନ ୫ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଜାପୁର ଜିଲ୍ଲା ଇଲମିଡି ଜଙ୍ଗଲରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ!-->…
Read More...
Read More...