Monthly Archives

January 2022

ବିଶିଷ୍ଟ କ୍ରିକେଟ ଖେଳାଳି ତଥା ଓସିଏ ପେନାଲର ବରିଷ୍ଠ ଅମ୍ପାୟାର ୱିଲସନ ସିଂଙ୍କ ପରଲୋକ : ଜିଲ୍ଲା କ୍ରୀଡ଼ାପ୍ରେମୀଙ୍କ…

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲାର ବରିଷ୍ଠ କ୍ରିକେଟ ଖେଳାଳୀ ତଥା ଓଡ଼ିଶା ପେନାଲ୍ ଆମ୍ପୟର ୱିଲସନ ସିଂଙ୍କ ଆଜି ଭୋର୍‌ରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହେଉଥିଲା । ବରଗଡ ୱାର୍ଡ ନମ୍ବର ୧୦ର ବାସିନ୍ଦା ଅବସରପ୍ରାପ୍ତ ମେଜର ଧନ ସିଂ ଓ ମାତା
Read More...

ଛାତ୍ରନେତାରୁ ରାଜନେତାରେ ପଦାର୍ପଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ବିଭିନ୍ନ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ବିଭିନ୍ନ ଦଳର ଭିନ୍ନ ଭିନ୍ନ ପ୍ରାର୍ଥୀମାନଙ୍କ ପ୍ରାର୍ଥୀପତ୍ର ଦାଖଲ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବହୁ ଚର୍ଚ୍ଚିତ
Read More...

ପାଟଣାଗଡ଼ ଜିଲ୍ଲା ପରିଷଦ ନାମାଙ୍କନ ପାଇଁ ୩ଟି ଦଳର ପ୍ରାର୍ଥୀ ନେଲେ ୭ ଗୋଟି ଫର୍ମ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡରେ ହେବାକୁ ଯାଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ଜିଲ୍ଲାପରିଷଦ ପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଫିଜ୍ ଦାଖଲ କରି ୭ ଗୋଟି ଫର୍ମ ନେଇଥିବା ବେଳେ କଂଗ୍ରେସ
Read More...

ଭର୍‌ଚୁଆଲ ମୋଡରେ ସାଧାରଣତନ୍ତ୍ର ଦିବସ ପାଳନର ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ପାଳିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ହୋଇଯାଇଛି । ଗତକାଲି ଭର୍‌ଚୁଆଲ ମୋଡରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ
Read More...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ଦିନରେ ପ୍ରାର୍ଥୀ ପତ୍ର ଦାଖଲ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟରେ ଅନୁଷ୍ଠିତ ହେଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ଦିନରେ ବରଗଡ଼ ଜିଲ୍ଲାରେ ୧୧୯ ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେଥି ମଧ୍ୟରେ ଓ୍ବାର୍ଡ ସଭ୍ୟସଭ୍ୟା ପଦ ପାଇଁ ସର୍ବାଧିକ ୧୦୧ ଜଣ
Read More...

ବଲାଙ୍ଗିର ଜିଲ୍ଲାରେ ପ୍ରଥମ ଦିନରେ ୨୭୬ଟି ନାମାଙ୍କନ ପତ୍ର ଦାଖଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ପ୍ରଥମ ଦିନରେ ସମୁଦାୟ ୨୭୬ଟି ନାମାଙ୍କନ ପତ୍ର ଦାଖଲ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ୱାର୍ଡ ମେମ୍ବର ପଦବୀ ପାଇଁ ୨୨୩ଟି ନାମାଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ସରପଂଚ ପଦବୀ ପାଇଁ ୨୬ଟି
Read More...

ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ସ୍ଥଗିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଳିତ ନାୟକ ସ୍ମୃତି ସପ୍ତାହ ପାଳନ ଅବସରରେ ଆସନ୍ତାକାଲି ହେବାକୁ ଥିବା ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ କରୋନା ମହାମାରୀ ଓ ନିର୍ବାଚନ ଆଚରଣ ବିଧି ହେତୁ ସ୍ଥଗିତ କରାଯାଇଥିବା ସୂଚନା ମିଳିଛି । ତାଙ୍କ ପ୍ରଥମ ଶ୍ରାଦ୍ଧ
Read More...

ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିିୟା ଆରମ୍ଭ : ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଥିବା ନେଇ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉପଜିଲ୍ଲାପାଳଙ୍କ ପାଖରେ ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ ପକ୍ରିୟା ଆରମ୍ଭ ହୋଇଯାଇଛି । କୋଭିଡ ଗାଇଡ୍‌ ଲାଇନ୍‌ ପାଳନ ସହ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ ସୂଚନା
Read More...

କର୍ଲାମୁଣ୍ଡା ବ୍ଲକରେ ପ୍ରଥମ ଦିନରେ ଜଣେ ସରପଞ୍ଚ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ

କଳାହାଣ୍ଡି, (ନରୋତ୍ତମ ସେଲମା) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ସୋମବାରଠାରୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ୧୨ଟି ସରପଞ୍ଚ ଓ ସମିତି ସଭ୍ୟ ଏବଂ ୧୪୩ଟି ୱାର୍ଡ ମେମ୍ବର ପଦବୀ ନିମନ୍ତେ
Read More...

ବଲାଙ୍ଗିର ପୌରାଂଚଳରେ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଂଚଳରେ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ନମ୍ବର ୱାର୍ଡରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଥିବା ନେଇ ସରକାରୀ ସୂତ୍ରରେ କୁହାଯାଇଛି । ତେବେ ୱାର୍ଡ ନଂ.୨୧ରୁ ଜଣେ, ୱାର୍ଡ ନଂ. ୧, ୧୦, ୧୨ ଏବଂ ୧୫ରୁ ୨ ଜଣ ଲେଖାଏଁ, ୱାର୍ଡ
Read More...