ଜାଲ ପ୍ରମାଣ ଦେଇ ସାଜିଲେ ବିଦ୍ୟୁତ କର୍ମଚାରୀ ଘଟଣା : କାର୍ଯ୍ୟାନୁଷ୍ଠାନ ବଦଳରେ ଚୁପ୍ ପ୍ରଶାସନ
ସଇଁନ୍ତଲା, (ଅଜିତ କୁମାର ସାହୁ) : ଜଣଙ୍କର ପ୍ରମାଣ ପତ୍ରକୁ ଚଞ୍ଚକତା କରି ଅନ୍ୟ ଜଣେ ଚାକିରି ହାତେଇବା ପରି ସଂଗୀନ ଅଭିଯୋଗ କିଛି ଦିନ ତଳେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକରୁ ହୋଇଥିଲା । ତେବେ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋଶଲ ସମନ୍ୱୟ ସମିତି ପକ୍ଷରୁ!-->…
Read More...
Read More...