Monthly Archives

February 2022

ବଡବେଙ୍କ ଠାରେ ବେଆଇନ ବାହାଘରକୁ ରୋକିଲା ବଲାଙ୍ଗିର ୟୁଥ୍‌ ସର୍ଭିସ ସେଂଟର ଚାଇଲ୍ଡ ଲାଇନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ବଡବେଙ୍କ ଗ୍ରାମରେ ଜଣେ ନାବାଳିକା ଝିଅକୁ ତା’ର ପିତାମାତା ନିକଟସ୍ଥ ଗ୍ରାମର ଜଣେ ପୁଅ ସହିତ ବିବାହ କରାଇବାକୁ ଥିବା ବେଳେ କୌଣସି ସୂତ୍ରରୁ ସୂଚନା ପାଇ ବଲାଙ୍ଗିର ୟୁଥ୍‌ ସର୍ଭିସ ସେଂଟର ଚାଇଲ୍ଡ ଲାଇନ୍‌
Read More...

ସଇଁତଲା ୩୨ ନଂ. ଜୋନରେ କଂଗ୍ରେସ ପ୍ରାର୍ଥୀ ପ୍ରମୋଦ ଭୋଇ ୧୨୦୮ ଖଣ୍ଡ ଭୋଟରେ ବିଜୟୀ, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ୩୨ ନମ୍ବର ଜୋନର କଂଗ୍ରେସର ପ୍ରାର୍ଥୀ ପ୍ରମୋଦ ଭୋଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀ ପାଣ୍ଡବ ସାହୁଙ୍କୁ ୧୨୦୮ ଖଣ୍ଡ ଭୋଟରେ ପରାସ୍ତ କରି ବିଜୟୀ ଘୋଷିତ ହୋଇଛନ୍ତି । ୩୨ ନମ୍ବର ଜୋନର ଡେଙ୍ଗ,
Read More...

ବଲାଙ୍ଗିର ସିଆର୍‌ପିଏଫ୍‌ ୧୮୯ ବାଟାଲିୟନର ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ ପକ୍ଷରୁ ଗତକାଲି ସଂନ୍ଧ୍ୟା ସମୟରେ ନିଜ ପ୍ରତିଷ୍ଠା ଦିବସ ଅବସରରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ପାଟଣାଗଡ ଏନ୍‌ଏସି ୱାର୍ଡ ନମ୍ବର ୨ରୁ ଜଣେ ଓ ପୁଇଁନ୍ତଲା ବ୍ଲକ ସାଉନ୍ତପୁର ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ଦୋଳ ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନଠାରେ ୨୬ତମ ଦୋଳ ମହୋତ୍ସବ ତଥା ରୌପ୍ୟ ଜୟନ୍ତୀ ପାଇଁ ଶୁଭ ସ୍ତମ୍ଭ ସ୍ଥାପନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିରର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀ, ମା’ ଦୁର୍ଗା ମନ୍ଦିର ଓ ରାଧାକୃଷ୍ଣ ମନ୍ଦିରଠାରୁ
Read More...

ନବମତମ ଆଦିବାସୀ କପ୍‌ ବେନକେରା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବେନକେରା ଗାଁର ନବମତମ ଆଦିବାସୀ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପିତ ଉତ୍ସବରେ ରୁଦ୍ରାକ୍ଷ ବିଶ୍ୱାଳ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ପଂଚିମା ଓଡ଼ିଶା
Read More...

ବିଜେପି ଗଡ଼ର ଆତ୍ମ ସମ୍ମାନ ରଖିବାକୁ ଯାଉଛନ୍ତି ଜିଲ୍ଲାପରିଷଦ ପ୍ରାର୍ଥୀ ଅନିମା ଦାସ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବିଜେପିର ଗଡ଼ ଭାବରେ ସାରା ଓଡିଶାରେ ପରିଚିତ ଥିଲା ଗତ ବିଧାନସଭା ନିର୍ବାଚନରେ ବିଜେଡି ଏହି ଗଡ଼କୁ ଧସେଇ ପଶି ଦୁର୍ଗକୁ ଭୁଶୁଡାଇ ଥିଲା । ଚଳିତ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ବିଜେପି ଗଡ଼ରେ ବିଜେଡି
Read More...

ଡାହିମାଲରେ ୫୨ ଜଣଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ ପ୍ରମାଣ ପତ୍ର ବଣ୍ଟନ

ଦେଓଗାଁ, (ମନୀଷ କୁମାର ସାହୁ) : ଗତ ୨୫ ତାରିଖ ଦିନ ଦେଓଗାଁ ବ୍ଲକ ଲଣ୍ଡାପଥର ପଞ୍ଚାୟତର ଡାହିମାଲ ଗାଁରେ ମହିନ୍ଦ୍ରା ଏଣ୍ଡ ମହିନ୍ଦ୍ରାର ସହାୟତାରେ ଓ ବାଏଫ ଦ୍ୱାରା ପରିଚାଳିତ ଜଳସମୃଦ୍ଧି ଯୋଜନା ଆନୁକୂଲ୍ୟରେ ମୃତ୍ତିକା ସ୍ୱାସ୍ଥ୍ୟ ପରୀକ୍ଷା ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା । ଏହି
Read More...

ଡୁମ୍ବେରବାହାଲ ସ୍କୁଲରେ ସ୍ୱାଗତ ସମାରୋହ ଓ କୃତି ଛାତ୍ରୀକୁ ସମ୍ବର୍ଦ୍ଧନା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରୋନା ମହାମାରୀ ଯୋଗୁଁ ଦୀର୍ଘ ଦୁଇ ବର୍ଷ ଧରି ସାରା ରାଜ୍ୟରେ ଶିକ୍ଷାଦାନ ବନ୍ଦ ରହିଥିବା ସ୍କୁଲ ଗୁଡିକ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଆଜି ପୁନର୍ବାର ଖୋଲିଥିବାରୁ ବରଗଡ଼ ଜିଲ୍ଲା ପଦ୍ମପୁର ପାଇକମାଳ ବ୍ଲକ ମାଣ୍ଡୋସିଲ କ୍ଲଷ୍ଟର ଅନ୍ତର୍ଗତ
Read More...

ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସିଭି ରମଣଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ୱଳନ
Read More...