ଟିକେ ଆଶ୍ୱସ୍ତ, ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୨୬୦୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ୨୬୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୪୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୯୬୫ ରହିଥିବା ବେଳେ ନୂଆ!-->…
Read More...
Read More...