Daily Archives

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ରେଙ୍ଗାଲ ବେଢ଼ା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ମଣ୍ଟେକାର୍ଲ କମ୍ପାନୀର ଏକ ହାଇୱା କେନ୍ଦୁଝର ପଟୁ ତୁରୁମୁଙ୍ଗା ଆଡ଼କୁ ଆସୁଥିଲା । ଏହି ସମୟରେ ଏକ ପିଆଜ ବୋଝେଇ ଟ୍ରକ ହାଇୱାକୁ
Read More...

ପ୍ରସିଦ୍ଧ ଗାୟକ ତଥା ନିର୍ଦ୍ଦେଶକ ବପ୍ପି ଲାହିରୀଙ୍କ ପରଲୋକ

ମୁମ୍ବାଇ : ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ପ୍ରସିଦ୍ଧ ଗାୟକ ତଥା ନିର୍ଦ୍ଦେଶକ ବପ୍ପି ଲାହିରୀ (୬୯)ଙ୍କ ପରଲୋକ ହୋଇଯାଇଥିବା ଜଣାପଡିଛି । ସୂଚନା ଅନୁସାରେ ଗତବର୍ଷ ସେ କରୋନା ଆକ୍ରାନ୍ତ ହୋଇଥିଲେ । ଏହା ପରଠାରୁ ଶଯ୍ୟାଶାୟୀ ହୋଇ ଚିକିତ୍ସିତ ହେଉଥିଲେ । ଘରେ ସେ
Read More...

ଖଡୁପାଣି ଓ ଭଇଁସଦାନୀ କ୍ୟାମ୍ପରେ ସିଭିକ ଆକ୍ସନ ପ୍ରୋଗ୍ରାମ

ନୂଆପଡା, (ନିରାକାର ମେହରେ) : ନୂଆପଡା ଜିଲ୍ଲା ବୋଡେ଼ନ ଥାନା ଅଧିନସ୍ଥ ଖଡୁପାଣି ଏବଂ ଭଇଁସାଦାନୀ ସିଆର୍‌ପିଏଫ୍‌ କ୍ୟାମ୍ପ ପରିସରରେ ୨୧୬ ବାଟାଲିୟନର ସିଭିକ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ପିଏଫ୍‌ ୨୧୬ ବାଟାଲିୟନର କମାଣ୍ଡାଣ୍ଟ ରାଜେଶ ବତ୍ସଙ୍କ ଉପସ୍ଥିତିରେ ବୋଡେ଼ନ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ
Read More...

ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ

ସାଲେପୁର : କଟକ ଜିଲ୍ଲା ସାଲେପୁର ଶିଶୁଆ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ବିଳମ୍ଵିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସାଲେପୁର ନିକଟସ୍ଥ ଶିଶୁଆ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୮୧ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪୩୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୫ ଜଣ
Read More...

୧୫ ନମ୍ବର ଜୋନରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ନେଇ କୀର୍ତ୍ତନଙ୍କ ପ୍ରଚାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ୧୫ ନମ୍ବର ଜୋନର ବିଭିନ୍ନ ପଞ୍ଚାୟତରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ତଥା ବିଜେପି ରାଜ୍ୟ ଅନୁସୂଚିତ ଜାତି ସମ୍ପାଦକ କୀର୍ତ୍ତନ ଦାସ ସ୍ଥାନୀୟ ଜିଲ୍ଲା ପରିଷଦ ସଭ୍ୟ ସୁମନ୍ତ ଦାସଙ୍କୁ ନେଇ ବିଭିନ୍ନ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଗ୍ରସ୍ଥ
Read More...

ଆଜି ହେଉଛି ପ୍ରଥମ ପର୍ଯ୍ୟାୟର ମତଦାନ : ତିନି ଜୋନରୁ ୭୮ ହଜାର ୭୪୪ ମତଦାତା ମତ ସାବ୍ୟସ୍ତ କରିବେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଓ କ. ନୂଆଗାଁ ବ୍ଲକରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନର ଆଜି ଭୋଟ ଗ୍ରହଣ ହେବ । ବାଲିଗୁଡା ବ୍ଲକରେ ୧୮୩ ବୁଥରେ ୩୮୧୩୬ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ । ବାଲିଗୁଡା ବ୍ଲକର
Read More...

ଦେଓଗାଁ ବ୍ଳକରେ ହେବିୱେଟ ନେତାଙ୍କ ନିର୍ବାଚନୀ ପ୍ରଚାର : ୧୩ନଂ. ଜୋନରେ ମାରାଥନ ପ୍ରଚାର କଲେ ଅନଙ୍ଗ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୧୩ ନଂ. ଜୋନରେ ମାରାଥନ ପ୍ରଚାର କଲେ ଅନଙ୍ଗ ଉଦୟ ସିଂଦେଓ ।ମରାଥନ ପ୍ରଚାର କରି କହିଛନ୍ତି ଯେ, ନବୀନ ସରକାର ଗରିବଙ୍କ ସରକାର । କେତେ ଯୋଜନା ଅଛି ତାହାର ହିସାବ ନାହିଁ । ଦୁର୍ନୀତି ଗ୍ରସ୍ତ ସରକାରୀ କର୍ମଚାରୀଙ୍କୁ ବିଦା କରୁଛନ୍ତି । ଏଥିରୁ
Read More...

ବିଶ୍ଵନାଥଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗଡ଼କାଳୁପଡା ଗ୍ରାମ ପାହାଡ଼ ଶୀର୍ଷରେ ଅବସ୍ଥିତ ବାବା ବିଶ୍ଵନାଥଦେବଙ୍କ ପୀଠରେ ଅନୁଷ୍ଠିତ ୪୦ତମ ବିଶ୍ଵଶାନ୍ତି ମହାଯଜ୍ଞ ରବିବାର ଦିନ ଉଦଯାପିତ ହୋଇଯାଇଛି । ଫେବୃଆରୀ ୭ରୁ ୧୩ ତାରିଖ ପର୍ଯ୍ୟନ୍ତ ସପ୍ତଦିନ ବ୍ୟାପି
Read More...