Daily Archives

ନିର୍ବାଚନ ଡ୍ୟୁଟିରେ ଯାତ୍ରୀବାହୀ ବସ : ଅସୁବିଧାରେ ଲୋକେ

ଦେଓଗାଁ, (ମନୀଷ କୁମାର ସାହୁ) : ଗାଁ ଗାଁରେ ନିର୍ବାଚନୀ ମାହୋଲ । ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିଛି । ଆସନ୍ତାକାଲି ବଲାଙ୍ଗିର ସଦର ବ୍ଲକ୍, ଦେଓଗାଁ ଓ ଗୁଡ଼ଭେଲା ବ୍ଲକରେ ନିର୍ବାଚନ ହେବାର ରହିଛି । ଲୋକେ ନିଜ ନିଜ ଭିଟାମାଟିକୁ ଫେରିବାରେ ଲାଗିଛନ୍ତି । ହେଲେ ନିର୍ବାଚନ ଡ୍ୟୁଟିରେ ବହୁ
Read More...

୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ, ପୁଲିଂ ପାର୍ଟି ବୁଥ୍‌ରେ ପହଞ୍ଚିଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା କାଲି ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ଜିଲ୍ଲାର କେବଳ ସୋହେଲା ବ୍ଲକର ୨୭ଟି ପଞ୍ଚାୟତରେ ଅନୁଷ୍ଠିତ ହେବ । ଏଥିପାଇଁ ୩୮୬ଟି ବୁଥରେ ପୁଲିଂ ପାର୍ଟି ପହଞ୍ଚି ସାରିଲେଣି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ
Read More...

ଆସନ୍ତା କାଲି ଡେଲାଙ୍ଗ ଓ ପିପିଲିରେ ମତଦାନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଆସନ୍ତା ୨୨ରେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବ । ଡେଲାଙ୍ଗ ବ୍ଲକର ୨୧ଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ୨୯୧ ୱାର୍ଡ ସଭ୍ୟ ଓ ୩ ଟି ଜିଲ୍ଲା ପରିଷଦ ଜୋନ ଏବଂ ପିପିଲି ୨୫ଟି ଗ୍ରାମ ପଞ୍ଚାୟତର
Read More...

ବସନ୍ତ ଉତ୍ସବ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର (ହିନ୍ଦୀ ବିଭାଗ) ପରିସର ମଧ୍ୟରେ ବସନ୍ତ ଉତ୍ସବ- ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓଡିଆ ସାହିତ୍ୟରେ ବସନ୍ତ ବର୍ଣ୍ଣନା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଏକ ସ୍ୱରଚିତ କବିତା ପାଠୋତ୍ସବ ମଧ୍ୟ ଆୟୋଜିତ
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ଓଡିଶା ସାମ୍ବାଦିକ ସଙ୍ଘର ନିନ୍ଦା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ମତଦାନ ସମୟରେ ଯାଜପୁର ଜିଲ୍ଲା ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ଓଡିଶା ସାମ୍ବାଦିକ ସଙ୍ଘ (ଓଜେୟୁ)ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି । ଓଜେୟୁ ଗଞ୍ଜାମ ଜିଲ୍ଲା ସଭାପତି ରବିନ୍ଦ୍ର
Read More...

ଦେଓଗାଁ ବ୍ଲକରେ ଶେଷ ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନର ପ୍ରସ୍ତୁତି : ୩୧୩ କେନ୍ଦ୍ରରେ ୪୧୯ ପ୍ରାର୍ଥୀଙ୍କ ଭାଗ୍ୟ…

ଦେଓଗାଁ, (ମନୀଷ କୁମାର ସାହୁ) : ମଙ୍ଗଳବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଦେଓଗାଁ ବ୍ଳକରେ ହେବ । ନିର୍ବାଚନ କମିଶନଙ୍କ ନିର୍ଦେଶ କ୍ରମେ ରବିବାର ଅପରାହ୍ନରେ ଦେଓଗାଁ ବ୍ଳକରେ ହେବାକୁ ଥିବା ନିର୍ବାଚନର ପ୍ରଚାର ଶେଷ ହୋଇଯାଇଛି । ଆସନ୍ତାକାଲି ସକାଳ
Read More...

ପ୍ରଫେସର ଦେବୀପସନ୍ନ ପଟ୍ଟନାୟକଙ୍କ ବିୟୋଗରେ ଶୋକସଭା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଶିଷ୍ଟ ସାହିତ୍ୟିକ, ସାହିତ୍ୟ ସଂଗଠକ ଶିକ୍ଷାବିତ ତଥା ପ୍ରାକ୍ତନ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଓଡ଼ିଆ ବିଭାଗ ପ୍ରାଧ୍ୟାପକ ପ୍ରଫେସର ଦେବୀପସନ୍ନ ପଟ୍ଟନାୟକ(୬୨)ଙ୍କ ଶନିବାର ସକାଳେ ହାଇଦ୍ରାବାଦ ସ୍ଥିତ ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି । ସେ
Read More...

ବିଲେଇସର୍ଡା ହାଇସ୍କୁଲରେ ବିଶ୍ୱ ମାତୃଭାଷା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ହାଇସ୍କୁଲଠାରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁବାସିନୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ରଂଜିତ ମିଶ୍ର,
Read More...

ପୌରସଂସ୍ଥା ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବା ସହ ପ୍ରଥମ ଥର
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନମ୍ବର ୨ରୁ ଜଣେ, ଦେଓଗାଁ ବ୍ଲକ ସିଙ୍ଗନମୁଣ୍ଡା, ଗାଈବାହାଲ ଗ୍ରା.ପ.ରୁ ଜଣେ ଲେଖାଏଁ, କୁତୁର୍ଲା
Read More...