ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ବୁଦୁଲା ଗ୍ରା.ପରୁ ଜଣେ, ବଲାଙ୍ଗିର ବ୍ଲକ ଖୁଜେନ୍ପାଲି ଓ ଝାଙ୍କରପାଲି ଗ୍ରା.ପରୁ ଜଣେ ଲେଖାଏଁ, ବଙ୍ଗୋମୁଣ୍ଡା ବ୍ଲକ!-->…
Read More...
Read More...