ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମୋହନ ବିଭାରଙ୍କ ପରଲୋକ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଶଂକରା ଗ୍ରାମର ଅବସରପ୍ରାପ୍ତ ଆଦର୍ଶ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ କଥାକାର ମୋହନ ବିଭାର(୭୩)ଙ୍କ ପରଲୋକ ହୋଇଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଦୀର୍ଘ ଦିନଧରି ସେ ବୁର୍ଲା ଭୀମସାର ଡାକ୍ତର ଖାନାରେ!-->…
Read More...
Read More...