ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଢ ନିନ୍ଦା କଲେ ନିର୍ବାଚନ କମିଶନ
ଯାଜପୁର : ଯାଜପୁର ଜିଲ୍ଲାର ବିଞ୍ଜାରପୁର ବ୍ଲକରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିର୍ବାଚନ କମିଶନ ଦୃଢ ଭାବରେ ନିନ୍ଦା କରିଛନ୍ତି । ପୋଲିସ ଡିଜି ଏହି ଘଟଣାର ଦୋଷୀମାନଙ୍କୁ ତୁରନ୍ତ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ!-->…
Read More...
Read More...