ପୌର ନିର୍ବାଚନ ପାଇଁ ଇଭିଏମ୍ ତାଲିମ କାର୍ଯ୍ୟକ୍ରମ
ଭୁବନେଶ୍ୱର, (କେପିଏନ୍ଏସ୍) : ଆସନ୍ତା ପୌରସଂସ୍ଥା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ତରଫରୁ ଦୁଇ ଦିନିଆ ଇଭିଏମ୍ ତାଲିମ କାର୍ଯ୍ୟକ୍ରମ କମିଶନଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲା : ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ବୌଦ୍ଧ,!-->…
Read More...
Read More...