ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡା ପଞ୍ଚାୟତ ଅଧିନସ୍ଥ ହୁମର ଗ୍ରାମରେ ଗତକାଲି ସନ୍ଧ୍ୟାରେ ନିଆଁ ଲାଗି ୧୦ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପାଉଁଶ ହୋଇଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ!-->…
Read More...
Read More...