Daily Archives

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୨୪ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡା, ବିନିକା, ତରଭା,
Read More...

ଦୁର୍ଘଟଣାରେ ଆହତ ଖଗପତିଙ୍କୁ ସହାୟତାର ହାତ ବଢାଇଲେ ଉମା ସରପଞ୍ଚ

ବୌଦ୍ଧ, (ବଂଶୀଧର ମାଝୀ) : କଣ୍ଟାମାଳ ବ୍ଲକ ଉମା ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ ଦୌଲଥ ପାଣ୍ଡେ ଆଜି ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିବା ସହ ପ୍ରତି ପରିବାରକୁ ଯାଇ ଲୋକଙ୍କୁ ମୁଣ୍ତିଆ ମାରିବା ସହ ପରିବାର ଲୋକଙ୍କ ସାଥିରେ ସୁଖ ଦୁଃଖ ଆଲୋଚନା କରିଥିଲେ । ନିଜଘରେ ସରପଞ୍ଚଙ୍କ
Read More...

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା ବୈଠକ

ଜିଲ୍ଲାର ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ଯୋଗାଯୋଗ ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲାପାଳଙ୍କ ଅଧିକାରୀମାନଙ୍କୁ ପରାମର୍ଶ, ଜିରୋ କାଜୁଆଲିଟି ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ
Read More...

ମହିମା ବୃଦ୍ଧାଶ୍ରମ ଝିଙ୍କି ଠାରେ ବିଶ୍ୱ ଶ୍ରବଣ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ମହିମା ବୃଦ୍ଧାଶ୍ରମ ଝିଙ୍କି ସଦର ମହକୁମା ସୁବର୍ଣ୍ଣପୁରଠାରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ବିଶ୍ୱ ଶ୍ରବଣ ଦିବସ ପାଳିତ ହୋଇଯାଇଛି । ସେବାଶ୍ରମର ବରିଷ୍ଠ ନାଗରିକ ତଥା ଭିନ୍ନକ୍ଷମ ମାନଙ୍କୁ ନେଇ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ମୁଖ୍ୟ
Read More...

ଲକ୍ଷ୍ୟ ହାସଲ ନହେବା ପର୍ଯ୍ୟନ୍ତ ଏହି ମିଶନ ଜାରି ରହିବ : ପୁତିନ ଫ୍ରାନ୍ସର ରାଷ୍ଟ୍ରପତିଙ୍କୁ କଥାବାର୍ତ୍ତା ବେଳେ…

ନୂଆଦିଲ୍ଲୀ : ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବର୍ତ୍ତମାନ ଅସଂଭାଳ ସ୍ଥିତିରେ ପହଞ୍ଚିଛି । ରୁଷର ସୈନ୍ୟବାହିନୀ ୟୁକ୍ରେନର ରାଜଧାନୀ କିଭ୍‌କୁ ଘେରି ରହିଛନ୍ତି । ଆଜି ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ଅଷ୍ଟମ ଦିନ । ୟୁକ୍ରେନରୁ ରୁଷର ସୈନ୍ୟ ପ୍ରତ୍ୟାହାର ପାଇଁ ମିଳିତ ଜାତିସଂଘର
Read More...

ପୌର ପରିଷଦ ନିର୍ବାଚନ ଫଳାଫଳ କେଉଁ ପଟକୁ ମୁହାଁଇବ ?

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୌର ପରିଷଦ ନିର୍ବାଚନ ଫଳାଫଳ କେଉଁ ପଟକୁ ମୁହାଁଇବ, କେଉଁ ଦଳ ହାତେଇବ ପୌର ପରିଷଦର ଅଧ୍ୟକ୍ଷ ଆସନ… ଏସବୁ ଆଲୋଚନାରେ ଏବେ ସର୍‌ଗରମ୍‌ ରାଜନୀତି ମାହୋଲ୍‌ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ବିପୁଳ ସଫଳତାର ପ୍ରଭାବ ପୌର ପରିଷଦ ନିର୍ବାଚନ ଫଳାଫଳ
Read More...

ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଦ୍ଵିତୀୟ ପ୍ରସ୍ତୁତି…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ମାର୍ଚ୍ଚ ୭ରୁ ୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ଏହାକୁ ସଫଳ କରିବା ନିମନ୍ତେ ଆଜି
Read More...

ମାହେଶ୍ୱରୀ ସଂଗଠନର ପଞ୍ଚମ ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଣାଶୁଣା ସମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ଆଜି ସ୍ଥାନୀୟ ଆଇନ ମହାବିଦ୍ୟାଳୟ ପରିସରରେ ତାର ପଞ୍ଚମ ବାର୍ଷିକ ଉତ୍ସବ ପାଳନ କରିଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ରାଜ୍ୟ ବରିଷ୍ଠ ସାଧାରଣ ସଂପାଦକ ବିଜୁଜନତା ଦଳ ତଥା ପୂର୍ବତନ ବଲାଙ୍ଗିର ସାଂସଦ
Read More...

ନିଜକୁ ସିବିଆଇ ଅଫିସର କହି ଲୋକଙ୍କୁ ଠକୁଥିଲା : କାବୁ କଲା ପୋଲିସ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ନିଜକୁ ସିବିଆଇ ଅଫିସର କହି ଲୋକଙ୍କୁ ଠକୁଥିବା ନକଲି ସିବିଆଇ ଅଫିସରକୁ ପୋଲିସ କାବୁ କରିଥିବା ଜଣାପଡିଛି । ସିବଆଇ ଅଫିସରର ମିଥ୍ୟା ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ ତମାଣ୍ଡୋ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପହିଛି । ଗିରଫ ହୋଇଥିବା
Read More...

ଗଣ୍ଡଗୋଳରୁ ଅଗ୍ନିକାଣ୍ଡ : କାରକୁ ପୋଡି ଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା : ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ କାଇପଦର ଗ୍ରାମ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । ସୂଚନା ଅନୁସାରେ କାଇପଦର ଗ୍ରାମପଞ୍ଚାୟତରେ ସରପଞ୍ଚ ପ୍ରାର୍ଥିନୀ ନଳିନୀ ଅରିଶଲ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ କାଇପଦର ମଙ୍ଗଳା
Read More...