Daily Archives

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ମହାନ୍ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ବିଭାଗର ସମ୍ମିଳନୀ କକ୍ଷରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଏନେଇ ରାଜ୍ୟ
Read More...

ଦୁଇ ଲକ୍ଷ ଲେଖାଏଁ ବୀମା ରାଶି ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ରେଙ୍ଗାଲି ଗ୍ରାମରେ ଆଜି ଏକ ବୀମା ରାଶି ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଅଧିନରେ ଦୁଇଟି ପରିବାରକୁ ଦୁଇଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ
Read More...

ପିପିଲିରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ପିପିଲି : ପିପିଲି ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ କୋଭିଡ୍‍ ଅନୁପାଳନ ମଧ୍ୟରେ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ପିପିଲି
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ବିଜେଡ଼ି ମେୟର ପ୍ରାର୍ଥୀଙ୍କୁ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବିଜେଡ଼ି ମେୟର ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଆଜି ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି ଯେ, ବିଜୁ ଜନତା ଦଳ
Read More...

ଭୟାବହ ଅଗ୍ନିକାଣ୍ଡ

କଟକ : କଟକର ବଡ଼ ମେଡିକାଲ ପରିସରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି । ସୂଚନା ଅନୁସାରେ ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଗେଟ ସମ୍ମୁଖରେ ଥିବା ଏକ ଇଲେକ୍ଟ୍ରିକ୍ ଟ୍ରାନ୍ସଫରମରରେ ହଠାତ୍ ନିଆଁ ଲାଗି ଟ୍ରାନ୍ସଫରମରଟି ହଠାତ୍ ହୁ ହୁ ହୋଇ ଜଳିବା ଯୋଗୁଁ ସାଧାରଣ ଲୋକେ
Read More...

ବରଗଡ଼ ଜିଲ୍ଲା ଟାଏକୋଣ୍ଡୋ ଆସୋସିଏସନର ୭ମ କଲର ବେଲ୍ଟ ଟେଷ୍ଟ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଭଟଲି ଛକ ଠାରେ ବରଗଡ଼ ଜିଲ୍ଲା ଟାଏକୋଣ୍ଡୋ ଆସୋସିଏସନର ୭ମ କଲର ବେଲ୍ଟ ଟେଷ୍ଟ କାର୍ଯ୍ୟକ୍ରମ ଆସୋସିଏସନ୍‌ର ସଭାପତି ନବକିଶୋର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଭାରତୀୟ ଷ୍ଟେଟ ବ୍ୟାଙ୍କ
Read More...

ଅତର୍କିତ ଗୁଳିମାଡ : ସ୍ୱାମୀଙ୍କ ଜୀବନ ଗଲା, ସ୍ତ୍ରୀ ଓ ପୁଅ ଗୁରତର, ଗ୍ରାମବାସୀଙ୍କ ହାତରେ ଧରାପଡିଲା ଦୁର୍ବୃତ୍ତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବବକରପୁର ଗାଁରେ ଗୁଳିକାଣ୍ଡ ଘଟି ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ମୃତ ବ୍ୟକ୍ତି ଅବସରପ୍ରାପ୍ତ କେନ୍ଦ୍ରାପଡା ବ୍ଲକ କର୍ମଚାରୀ ଅରବିନ୍ଦ ମିଶ୍ର ବୋଲି
Read More...

ବିଜୁ ପଟ୍ଟନାୟକଙ୍କୁ ସଚେତନ ନାଗରିକ ମଞ୍ଚର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସଚେତନ ନାଗରିକ ମଞ୍ଚ ତରଫରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ମଂଚର ସାଧାରଣ ସଂପାଦକ ପି.ପି.ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ବରିଷ୍ଠ କର୍ମକର୍ତ୍ତାଗଣ ସେକ୍ଟର-୨ ଛକ
Read More...

ଛତ୍ରପୁର ବିଜେଡି ଦଳୀୟ ପକ୍ଷରୁ ଚେୟାରମ୍ୟାନ ପ୍ରାର୍ଥିନୀଙ୍କ ନାମ ଘୋଷିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସବୁ ଦିଗରୁ ଫୋକସରେ ରହିଆସିଛି । ଚଳିତ ବର୍ଷ ହେବାକୁ ଥିବା ସାଧାରଣ ପୋୖରନିର୍ବାଚନ ଅବସରରେ ସିଧାସଳଖ ଭାବେ ଚେୟାରମ୍ୟାନ ପ୍ରାର୍ଥୀ ପାଇଁ ପ୍ରତିଦ୍ୱନ୍ଦିତା କରିବାକୁ ଅନେକ
Read More...

ଆସନ୍ତା କାଲି ପୁଣେ ଗସ୍ତ କରି ପ୍ରଧାନମନ୍ତ୍ରୀ ମୋଦୀ ମେଟ୍ରୋ ରେଳ ପ୍ରକଳ୍ପ ଉଦ୍‌ଘାଟନ କରିବେ

ମୁମ୍ବାଇ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ପୁଣେ ଗସ୍ତ କରିବେ ଏବଂ ସେଠାରେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିବା ସହିତ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହା ବ୍ୟତୀତ ପିଏମ ମୋଦୀ ଅନ୍ୟ କେତେକ ପ୍ରକଳ୍ପର ମୂଳଦୁଆ ପକାଇବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
Read More...