Daily Archives

ସିଭିଲ କୋର୍ଟ ପରିସରରେ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଆଜି ପ୍ରାଧିକରଣ ସଭାଗୃହ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଡ୍ରାଇଭର୍ ମୃତ

କେନ୍ଦ୍ରାପଡା : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗୋପ ଛକଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ୧୨ ଚକିଆ ଟ୍ରକ୍ ପିକ୍‌ଅପ୍ ଭ୍ୟାନ୍‌କୁ ଧକ୍କା ଦେବା ଫଳରେ ପିକ୍‌ଅପ୍ ଭ୍ୟାନ୍‌ ଡ୍ରାଇଭର୍ଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ପାରାଦୀପ ଆଡୁ ଏକ ପିକଅପ୍
Read More...

ଅଷ୍ଟଧାତୁ ମୂର୍ତ୍ତି ଚୋରି ଅଭିଯୋଗରେ ଦମ୍ପତି ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବିଭିନ୍ନ ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରି କରିବା ଅଭିଯୋଗରେ ଗୋଟେ ଦମ୍ପତିଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ନିମାପଡା ଥାନା ପାଟପୁର ଅଞ୍ଚଳର ପ୍ରଫୁଲ ମିଶ୍ର ଓ ତାଙ୍କ ସ୍ତ୍ରୀ ବୋଲି ଜଣାପଡିଛି । ଚନ୍ଦନପୁର ଥାନା ପୋଲିସ
Read More...

ବିଶ୍ୱ ମହିଳା ଦିବସରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସମ୍ବର୍ଦ୍ଧିତ

ବୌଦ୍ଧ, (ବଂଶୀଧର ମାଝୀ) : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବୌଦ୍ଧ ଜିଲ୍ଲାର ପ୍ରଥମ ମହିଳା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ରୀତାକାନ୍ତି ବଳିୟାର ସିଂହଙ୍କୁ ଜିଲ୍ଲାର ପ୍ରଥମ ମହିଳା ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଉପଢୌକନ ଏବଂ ଫୁଲତୋଡ଼ା ଦେଇ
Read More...

ନାରୀ ମର୍ଯ୍ୟାଦାର ମହତ୍ୱକୁ ନେଇ ସ୍ୱତନ୍ତ୍ର ପାଠ୍ୟକ୍ରମ ହେଉ – କୁସୁମ

ରାଉରକେଲା, (ସସ୍ମିତା ପ୍ରଦାନ) : ଆଜି ବିଶ୍ୱ ମହିଳା ଦିବସ ଅବସରରେ ମାତୃ ସମାଜକୁ ଅଭିନନ୍ଦନ ଜଣାଇବା ସହିତ ନାରୀ ମର୍ଯ୍ୟାଦାର ମହତ୍ୱକୁ ନେଇ ବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ଯାଏ ସ୍ୱତନ୍ତ୍ର ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ଦାବୀ କରିଛନ୍ତି ଜିଲ୍ଲାର ଜଣାଶୁଣା ସମାଜସେବୀ ଶାନ୍ତନୁ କୁସୁମ ।
Read More...

ତାଲୁକ ଆଇନ ସଚେତନତା କମିଟି ଦ୍ୱାରା ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

କଂଟାବାଂଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସିଭିଲ କୋର୍ଟ କମ୍ପେ୍ଲକ୍ସ ପରିସରରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହିଳାମାନଙ୍କ ବିଭିନ୍ନ ସାମ୍ବାଧାନିକ ଅଧିକାର ତଥା ସାମାଜିକ ଅଧିକାର ଉପରେ ବକ୍ତାମାନେ ନିଜ ନିଜ ମତ ରଖିଥିଲେ ।
Read More...

ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆରଓବି), ଭୁବନେଶ୍ୱର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସଭାରେ ସର୍ବପ୍ରଥମେ ଓଡ଼ିଶାର ମହିଳା ସ୍ବାଧୀନତା
Read More...

୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

• ପୁରସ୍କାର ବିଜେତାମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; କହିଲେ, ସେମାନେ ସମାଜ ଓ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଉଛନ୍ତି• ଆପଣମାନଙ୍କ କାର୍ୟ୍ୟରେ ସେବା ଓ ନବସୃଜନ ଭାବନା ରହିଛି : ପ୍ରଧାନମନ୍ତ୍ରୀ• ‘ସବକା ପ୍ରୟାସ’ ସୁନିଶ୍ଚିତ କରିବା ଉପରେ ସରକାର ଜୋର ଦେଉଛନ୍ତି :
Read More...

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ୨୦୨୦-୨୦୨୧ ବର୍ଷ ପାଇଁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି…

● ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ ସ୍ବରୂପ ଦୁଇ ବର୍ଷ ପାଇଁ ମୋଟ୍ ୨୯ ଜଣ ମହିଳାଙ୍କୁ ମିଳିଲା ପୁରସ୍କାର● ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମିଳିଲା ପୁରସ୍କାର ନୂଆଦିଲ୍ଲୀ, (ପିଆବି) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆନ୍ତର୍ଜାତୀୟ ମହିଳା ଦିବସ
Read More...

ପୌର ନିର୍ବାଚନ ପରିଚାଳନା ନିମନ୍ତେ ନିର୍ବାଚନ ଅଧିକାରୀ, ମାଷ୍ଟର ଟ୍ରେନର୍‌ ଓ ସେକ୍ଟର ଅଫିସରମାନଙ୍କୁ ତାଲିମ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗାମୀ ପୌର ନିର୍ବାଚନରେ ନିୟୋଜିତ ପ୍ରିଜାଇଡିଂ ଓ ପୋଲିଂ ଅଫିସରମାନଙ୍କୁ ତାଲିମ ପ୍ରଦାନ ସକାଶେ ନିର୍ବାଚନ ଅଧିକାରୀ, ମାଷ୍ଟର ଟ୍ରେନର୍‌ ଓ ସେକ୍ଟର ଅଫିସରମାନଙ୍କ ଏକ ତାଲିମ କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଚଂଚଳ
Read More...
error: Content is protected !!