Daily Archives

ହୁ ହୁ ଜଳୁଛି ଜଙ୍ଗଲ : ବିପଦରେ ବନ୍ୟଜନ୍ତୁ

ତେଲକୋଇ : ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟର କରଦାଙ୍ଗି ଗାଁ ଘୋଡାବେଡା ସାହି ନିକଟ ମାଙ୍କଡଚୁଆ ଜଙ୍ଗଲରେ ୪ ଦିନ ହେଲା ହୁତୁହୁତୁ ହୋଇ ଜଳୁଥିବା ଜଣାପହିଛି । ସନ୍ଧ୍ୟା ହେଲେ ନିଆଁର ପ୍ରକୋପ ଧିରେ ବଢ଼ିବାରେ ଲାଗୁଛି । ଜଙ୍ଗଲ ନିଆଁରେ ମୂଲ୍ୟବାନ ଗଛଲତା ଜଳିଯିବା ସହ ଔଷଧିୟ ଗୁଳ୍ମ ମଧ୍ୟ
Read More...

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମାନସ ସାହୁଙ୍କ ବାଲୁକା କଳା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ମହିଳାମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି । ଚଳିତ ବର୍ଷର ଥିମ୍‌କୁ ଆଧାର କରି ପୁରୀର ଲାଇଟ୍ ହାଉସ୍ ନିକଟସ୍ଥ
Read More...

ଅସହାୟ ମହିଳାଙ୍କ ଶବ ସତ୍କାର କଲେ ରେଂଗାଲିର ବଜରଂଗ ଦଳ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା ପଂଚାୟତର ରେଂଗାଲି ଗ୍ରାମରେ ଉକିଆ ସାହୁ ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା । ସେ ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ଭାଇ କେହି କାନ୍ଧ ଦେବାକୁ ଆସି ନଥିଲେ । ଅନେକ ସମୟ ପର୍ଯ୍ୟନ୍ତ ଶବ
Read More...

ପାଟଣାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଚେୟାରମ୍ୟାନ ପଦ ପାଇଁ ୮ ଜଣ ଓ ୫୧ ଜଣ କାଉନସିଲର ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବିଜ୍ଞାପିତ ଅଞ୍ଚଳ ପାଇଁ ନିର୍ବାଚନ ପକ୍ରିୟା ଆରମ୍ଭ ହୋଇଯାଇଛି । ଶେଷ ଦିନରେ ବିଜେପି, ବିଜେଡି, କଂଗ୍ରେସ ପ୍ରମୁଖ ଦଳମାନେ ନିଜ ପାର୍ଥୀପତ୍ର ଦାଖଲ କରିଛନ୍ତି । ୧୫ ଗୋଟି ୱାର୍ଡ ବିଶିଷ୍ଟ ପାଟଣାଗଡ଼ ବିଜ୍ଞାପିତ ଅଞ୍ଚଳ ପାଇଁ ବିଜେପି, ବିଜେଡି,
Read More...

ରମ୍ଭା ଏନ୍‌ଏସିରେ ବିଜେପିର ଦମଦାର ଶୋଭାଯାତ୍ରା ସହ ପ୍ରାର୍ଥୀପତ୍ର ଦାଖଲ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅନ୍ୟତମ ଐତିହାସିକ ସ୍ଥଳ ପୂଣ୍ୟତ୍ତୋୟା ନିଳାମ୍ବୁ ଚିଲ୍ଲିକା ପ୍ରବାହିତ ବାଣିଜ୍ୟ ଓ ପର୍ଯ୍ୟଟନର ସହର ରମ୍ଭା ସହରରେ ବିଜେପିର ଏକ ଦମଦାର ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ନାନା ବାଦ୍ୟଧ୍ୱନି, ଧୂମତାଡକାର ଶବ୍ଦରେ ସହର
Read More...

ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ତରଫରୁ ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପରିବାରର ମଙ୍ଗ ଧରିଥିବା ମହିଳା ଏବେ ସଶକ୍ତ ହୋଇଛନ୍ତି ବିଭିନ୍ନ କ୍ଷେତ୍ରରେ । ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ କରୁଛନ୍ତି । ଗତ ପାଞ୍ଚବର୍ଷ ମଧ୍ୟରେ ରାଜ୍ୟରେ ମହିଳା ଡ୍ରାଇଭରଙ୍କ
Read More...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ଉଦ୍ଧାର କରାଯାଇଥିଲା । ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ
Read More...

ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର
Read More...

ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ୭୭ ଓଡିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଅନ୍ତ ଘଟିଛି । ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ୱସ୍ତି । ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଗତକାଲି ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୯୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ
Read More...