Daily Archives

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ହତ୍ୟା ଅଭିଯୋଗ

ଧର୍ମଶାଳା : ଯାଜପୁର ଜିଲ୍ଲାର ଜେନାପୁର ଥାନା ବାଲିସାହିରେ ଜଣେ ଯୁବକଙ୍କୁ ଗତ ବିଳମ୍ବିତ ରାତି ୧୧ଟାରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ବାଲିସାହି ଗ୍ରାମର ରଥ ମଲିକଙ୍କ ପୁଅ ଅକ୍ଷୟ କୁମାର ମଲିକ(୩୯)ଙ୍କ ଉପରେ ଗାଡି ଚଢାଇ ପ୍ରତିପକ୍ଷ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଜାତୀୟ ଜଗନ୍ନାଥରୋଡ଼ ଛକ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପହିଛି । କାର ଓ ବାଇକ୍‌ ମଧ୍ୟରେ ଧକ୍‌କ୍କା ହୋଇ ୨ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ଜଣାପଡିଛି । ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତର ଯୁବକଙ୍କୁ କଟକ
Read More...

୧୦ କିଲୋର ଲ୍ୟାଣ୍ଡମାଇନ୍‌ ଜବତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ୧୦ କିଲୋର ଲ୍ୟାଣ୍ଡମାଇନ୍‌ । ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ କରିଗୁଡେମ ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲା । ତେବେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ
Read More...

ଛତ୍ରପୁର ୧୨ ନମ୍ବର ୱାର୍ଡରେ ବିଜେପିର ଦମ୍‌ଦାର ପ୍ରଚାର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁରରେ ବିଜେପି ଓ ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀଙ୍କ ପ୍ରଚାର ଘମାଘୋଟ ସଦୃଶ ହୋଇଛି । ରବିବାର ସନ୍ଧ୍ୟାରେ ରିକାପଲ୍ଲୀ ରେଡ୍ଡୀ ସାହି ଆଡ଼ପଘର ନିକଟରେ ଅସ୍ଥାୟୀ ବିଜେପି ଦଳୀୟ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ
Read More...

ଜିଲ୍ଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘର ଓ ଅଫିସରେ ଭିଜିଲାନ୍ସ ଚଢାଉ

ମାଲକାନଗିରି : ଆୟ ବହିର୍ଭୂତ୍ତ ସଂପତ୍ତି ଠୁଳ ଅଭିଯୋଗରେ ଜିଲ୍ଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘର ଓ ଅଫିସରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଆଜି ସକାଳେ ମାଲକାନଗିରି ଜିଲ୍ଲା କୃଷି ଅଧିକାରୀ ଏମ୍‌. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ରେଡ୍ କରି
Read More...

କୋଭିଡ -୧୯ ସମ୍ପର୍କରେ ସଦ୍ୟତମ ସୂଚନା

ମାର୍ଚ୍ଚ ୧୬, ୨୦୨୨ ଠାରୁ ୧୨-୧୩ ବର୍ଷ ଏବଂ ୧୩-୧୪ ବର୍ଷ ପିଲାଙ୍କୁ କୋଭିଡ ୧୯ ଟିକା ଦେବାକୁ ସରକାରଙ୍କ ନିଷ୍ପତ୍ତି ● ୬୦ରୁ ଊର୍ଦ୍ଧ୍ବ ବୟସ୍କ ଲୋକଙ୍କ ପାଇଁ ପୂର୍ବବ୍ୟାଧି ସର୍ତ୍ତାବଳୀ ଉଚ୍ଛେଦ; ୧୬ ମାର୍ଚ୍ଚ, ୨୦୨୨ ଠାରୁ ୬୦ ବର୍ଷରୁ ଅଧିକ ବୟସ୍କ ସବୁ ଲୋକମାନେ କୋଭିଡ ଟିକାର ବୁଷ୍ଟର
Read More...

ମହାନଗର ନିଗମ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ନିର୍ବାଚନ ପ୍ରଚାର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବ୍ରହ୍ମପୁର ମହାନଗର ନିଗମ କଂଗ୍ରେସର ମେୟର ପ୍ରାର୍ଥୀ ମଞ୍ଜୁ ରଥ ଓ କର୍ପୋରେଟର ପ୍ରାର୍ଥୀଙ୍କ ବିଜିପୁର, ଗୋଷାଣୀନୂଆଗାଁ, ନେହେରୁନଗର ସହିତ ଆସ୍କା ରୋଡ଼, ଲକ୍ଷ୍ମୀନୃସିଂହ ସାହୁ, ହରିଡ଼ାଖଣ୍ଡି ଓ ଅଞ୍ଚଳରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ରମେଶ
Read More...

ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଅଗ୍ଦଳସକ୍ଷକ୍ଷରୟପକ୍ଟୟସଗ୍ଦଷବ ଅଧ୍ୟକ୍ଷ ତଥା ହସ୍ପିଟାଲ ଓ କରୁଣାଶ୍ରୟର ପ୍ରମୁଖ କର୍ଣ୍ଣଧାର ଡଃ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୨୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୭ ଜଣ
Read More...

ଫ୍ଲାଇଙ୍ଗ ସ୍କ୍ୱାର୍ଡ ଓ ଅବକାରୀ ବିଭାଗ ପକ୍ଷରୁ ବିଦେଶୀ ନକଲି ମଦ କାରଖାନାରେ ଚଢ଼ାଉ : ବ୍ୟାପାକ ପରିମାଣର ନକଲି ମଦ…

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଭୁବନ ଥାନା କହ୍ନେଇପାଳ ଗାଁରେ ଥିବା ବିଦେଶୀ ନକଲି ମଦ ତିଆରି କାରଖାନାରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ମଦ ଜବତ କରିଛି ଅବକାରୀ ବିଭାଗ । ତେବେ କୋଣସି ସୂତ୍ରରୁ ଖବର ପାଇ କଟକ ଫ୍ଲାୟିଙ୍ଗ ସ୍କ୍ୱାର୍ଡ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ
Read More...