Daily Archives

ରାଜ୍ୟସ୍ତରୀୟ କବି ଲେଖକ କଳାକାର ସମାବେଶ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ "ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ, କଟକ", ଅଗ୍ନିସ୍ଫୁଲିଙ୍ଗ, ରାଉରକେଲା ଏବଂ ଓଡିଶା ପୂଜ୍ୟପୂଜା ପରିଷଦ, ଭୂବନ ଆନୁକୂଲ୍ୟରେ ଦିବସବ୍ୟାପୀ ରାଜ୍ୟସ୍ତରୀୟ କବି, ଲେଖକ, କଳାକାର ସମାରୋହ, କବିତା
Read More...

ବିଜେଡିର ୨ ଅଭିଯୁକ୍ତ ଗିରଫ : କୋର୍ଟ ଚାଲାଣ ପରେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ଅନଶନ ପ୍ରତ୍ୟାହୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପିର ବରିଷ୍ଠ କାର୍ଯ୍ୟକର୍ତ୍ତା ରାଜେନ୍ଦ୍ର ସେଠଙ୍କୁ ମାଡ ମାରିବା ଓ ପକେଟରୁ ଟଙ୍କା ଲୁଟି ନେଇଥିବା ଘଟଣାରେ ସଂପୃକ୍ତ ୫ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ପରେ ପଦ୍ମପୁର ଥାନା ସାମ୍ନାରୁ ଆଜି ଆମରଣ ଅନଶନରେ ବସିଥିବା
Read More...

ନିଷ୍ଠା ପରିବାର ଓ ସାଲେପାଲି ଯୁବଗୋଷ୍ଠୀର ମିଳିତ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରକ୍ତ ଭଣ୍ଡାରରେ ରକ୍ତ ଅଭାବକୁ କିଛି ପରିମାଣରେ ଦୂର କରିବା ପାଇଁ ନିଷ୍ଠା ପରିବାରର ପ୍ରୟାସ ।ସାଲେପାଲି, ରେଶମ, ଭେଡେନ, ବରଗଡ ଠାରେ ନିଷ୍ଠା ପରିବାର ଓ ସାଲେପାଲି ଯୁବ ଗୋଷ୍ଠୀର ମିଳିତ ଉଦ୍ୟମରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ସାଲେପାଲି
Read More...

ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସ୍ଵତନ୍ତ୍ର ସ୍ପୋର୍ଟସ ଷ୍ଟାର ଏସ୍‌ ଆୱାର୍ଡ଼

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଅତାବିରା ମାଟିର ସୁପୁତ୍ର ତଥା ଆନ୍ତର୍ଜାତୀୟ ପାରା ବ୍ୟାଡମିଣ୍ଟନ ଖେଳାଳୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସ୍ପୋର୍ଟସ ଷ୍ଟାର ଏସ୍‌ ଆୱାର୍ଡ଼ ସମାରୋହରେ ବିଶେଷ ଉଲ୍ଲେଖ ପୁରସ୍କାରରେ ସମ୍ମାନୀତ କରାଯାଇଛି । ଗତକାଲି ମୁମ୍ବାଇଠାରେ ଆୟୋଜିତ ଏକ
Read More...

ବଲାଙ୍ଗିର ଜିଲ୍ଲା ଖାଉଟି ବିବାଦ ସମାଧାନ ଆୟୋଗ ପେନାଲ ସଭ୍ୟା ପାଇଁ ନିଯୁକ୍ତ ହେଲେ ଜ୍ୟୋସ୍ନା ରାଣୀ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥାନୀୟ ଜିଲ୍ଲା ଖାଉଟି ବିବାଦ ସମାଧାନ ଆୟୋଗ ପେନାଲ-ସଭ୍ୟା ପାଇଁ ଓଡିଶା ସରକାରଙ୍କ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଜ୍ୟୋସ୍ନା ରାଣୀ ମିଶ୍ର ନିଯୁକ୍ତ ହୋଇଛନ୍ତି । ସଭ୍ୟ, ସଭ୍ୟାମାନଙ୍କ ମଧ୍ୟରୁ ସର୍ବ ଓଡିଶା ସ୍ତରରେ ସର୍ବମୋଟ ୪୬ ଗୋଟି ପୋଷ୍ଟ ପାଇଁ
Read More...

କବି ହେମନ୍ତ ଦାଶ ପାଇଲେ ରାଜ୍ୟସ୍ତରୀୟ ଶିକ୍ଷାଜ୍ୟୋତି ସମ୍ମାନ – ୨୦୨୨

ତୁଷୁରା, (କେପିଏନ୍‌ଏସ୍‌) : ୪୫ତମ ରାଜ୍ୟସ୍ତରୀୟ କବି, ଲେଖକ, କଳାକାର ସମାବେଶ ତଥା ସାରସ୍ୱତ ସମ୍ବର୍ଦ୍ଧନା ସମାରୋହ ୨୦୨୨ କଟକସ୍ଥିତ କର୍ମବୀର ଗୌରୀଶଙ୍କର ଟାଉନହଲ ଠାରେ ଗତ ୨୦ ମାର୍ଚ୍ଚ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀର ପ୍ରତିଷ୍ଠାତା
Read More...

ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବାକୁ ସଚେତନତା ସଭା

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ଖରାଦିନରେ ଜଙ୍ଗଲରେ ନିଆଁ ଲାଗିବା ଏକ ନିୟମିତ ଘଟଣା ତେଣୁ ତାକୁ ଆଖି ଆଗରେ ରଖି ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ବଲାଙ୍ଗିର ଜିଲ୍ଲାର ତୁରେକେଲା ବ୍ଳକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ସଇଁତଲା ନବ ନିର୍ବାଚିତ ଯୁବ ସରପଞ୍ଚ ତଥା ଇଂ ସୁବ୍ରତ ନାଗ ଯାଦବଙ୍କ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ

ସଇଁତଲା, (ପ୍ରମୋଦ ସେଲମା) : ଆଜି ବଲାଙ୍ଗିର ଜିଲ୍ଲା ସଇଁତଲା ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ଯୁବ ସରପଞ୍ଚ ତଥା ଇଂ ସୁବ୍ରତ ନାଗ ଯାଦବ ପଞ୍ଚାୟତର ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଖଗେଶ୍ୱର କମ୍ପଙ୍କଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି
Read More...

ଡ.ଇତି ସାମନ୍ତଙ୍କୁ ନିଷ୍ଠା ପରିବାର ତରଫରୁ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ନିଷ୍ଠା ପରିବାର ପକ୍ଷରୁ ଖଣ୍ଡହତା ସ୍ଥିତ କାର୍ଯ୍ୟାଳୟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜ ସେବୀ, ସୁସାହିତ୍ୟିକା ତଥା କାଦମ୍ବିନୀ ପତ୍ରିକାର ସମ୍ପାଦିକା ଡଃ ଇତିରାଣୀ ସାମାନ୍ତଙ୍କୁ ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଆୟୋଜିତ
Read More...

ସଇଁତଲାରେ ୨୪ ପହରୀ ନାମଯଜ୍ଞ ଉଦ୍‌ଯାପିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସହରର ହାଟପଡାଠାରେ ଚାଲିଥିବା ୨୪ ପହରୀ ନାମଯଜ୍ଞ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଏହି ପହରୀରେ ସୀତାରାମ ପଟ୍ଟନାୟକ ଓ ଧର୍ମପତ୍ନୀ କୁମଦିନୀ ପଟ୍ଟନାୟକ କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ ପଣ୍ଡିତ ଭାବରେ ଧ୍ରୁବଚରଣ ଯୋଷୀ,
Read More...