Daily Archives

ସୁବର୍ଣ୍ଣପୁର ଜିଲ୍ଲାର ୩ଟି ପୌର ପରିଷଦରେ ଚାଲିଛି ମତଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାର ୩ଟି ପୌରାଂଚଳରେ ଆଜି ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବାବେଳେ ଲୋକେ ଖୁବ୍ ଉତ୍ସାହର ସହ ଭୋଟ ଦେଉଛନ୍ତି । ଜିଲ୍ଲା ପ୍ରଶାସନର ସୂଚନା ମତେ ମଧ୍ୟାହ୍ନ ସୁଦ୍ଧା ୩୫ ପ୍ରତିଶତ ମତଦାନ ହାର ରହିଛି । ସୁବର୍ଣ୍ଣପୁର ପୌର
Read More...

ଯୁବ ହଷ୍ଟେଲସର ଶହୀଦ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲସ ରାଉରକେଲା ଶାଖା ଆନୁକୂଲ୍ୟରେ ଶହୀଦ ଦିବସ ପାଳିତ ହୋଇଯାଇଛି । ଯୁବ ହଷ୍ଟେଲସର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉତ୍ସବରେ ୧୯୩୧ ମସିହା ଆଜିର ଦିନରେ ଭାରତମାତାର ବୀର ସୁପୁତ୍ର କ୍ରାନ୍ତିକାରୀ ଶହୀଦ ଏ ଆଜମ
Read More...

କବୟିତ୍ରୀ ଶ୍ରୀମତୀ ସାବିତ୍ରୀ ସାହୁ ପାଇଲେ ରାଜ୍ୟସ୍ତରୀୟ ଗଳ୍ପ ସମ୍ମାନ-୨୦୨୨

ପାଟଣାଗଡ଼, (ଗୋରେଖନାଥ ବରିହା) : ୪୫ତମ ରାଜ୍ୟସ୍ତରୀୟ କବି, ଲେଖକ, କଳାକାର ସମାବେଶ ତଥା ସାରସ୍ୱତ ସମ୍ବର୍ଦ୍ଧନା ସମାରୋହ ୨୦୨୨ କଟକ ସ୍ଥିତ କର୍ମବୀର ଗୌରୀଶଙ୍କର ଟାଉନହଲଠାରେ ଗତ ୨୦ ମାର୍ଚ୍ଚ ରବିବାର ଦିନ ଅନୁଷ୍ଠିତ ହୋଇଥିଲା । ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀର ପ୍ରତିଷ୍ଠାତା
Read More...

ପାଟଣାଗଡ଼ ପୌର ନିର୍ବାଚନ ପାଇଁ ଚାଳିଛି ଭୋଟିଂ : ୪ ଅଧ୍ୟକ୍ଷ ଓ ୫୦ କାଉନସିଲରଙ୍କ ଭାଗ୍ୟ ନିର୍ଧାରଣ କରୁଛନ୍ତି ୨୭୬୨୩…

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ସାରା ରାଜ୍ୟରେ ପୌର ନିର୍ବାଚନ ପାଇଁ ଚାଲିଛି ମତଦାନ । ପାଟଣାଗଡ଼ ମ୍ୟୁନିସପାଲିଟିରେ ମଧ୍ୟ ୨୧ଟି ମତଦାନ କେନ୍ଦ୍ରରେ ଭୋଟିଂ ଚାଲୁଥିବା ବେଳେ ଭୋଟିଂ ଚାଲିଛି । ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଦାନ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଜାରି ରହିବ । ଆଜି ସକାଳ ୯
Read More...

ଅଜଣା ପିକ୍‌ଅପ୍ ଧକ୍କାରେ ୨ ବାଇକ୍ ଆରୋହୀ ମୃତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଥାନା କଣ୍ଟାବାଞ୍ଜି ରାସ୍ତାର ସାଲେପାଲି ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ବାଇକ୍‌ରେ ଥିବା ଦୁଇ ଜଣଙ୍କ ଘଟଣା ସ୍ଥଳରେ ଜଣକ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ନେବା ସମୟରେ ଅନ୍ୟ ଜଣକ
Read More...

ପୌର ନିର୍ବାଚନ ପାଇଁ ମତଦାନ : ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ, ଜାରି ରହିଛି ମତଦାନ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଆଜି ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି । ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ ହୋଇଛି । ବେଶ୍‌ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି । ଏସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟରୁ ସୂଚନା ଦିଆଯାଇଛି ।
Read More...

ହୁତୁହୁତୁ ହୋଇ ଜଳୁଛି ମାଙ୍କଡ଼ଚୁଆ ସଂରକ୍ଷିତ ଜଙ୍ଗଲ

ତେଲକୋଇ : କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ୍ ବିମଳା ଫରେଷ୍ଟ ବିଟ୍‌ର କରଦାଙ୍ଗି ଗାଁ ଘୋଡାବେଡ଼ା ସାହି ନିକଟ ମାଙ୍କଡ଼ଚୁଆ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟି ହୁତୁହୁତୁ ହୋଇ ଏକର ଏକର ଜଙ୍ଗଲ ଜଳୁଥିବା ଖବର ମିଳିଛି । ସନ୍ଧ୍ୟା ହେଲେ ବଢୁଛି ନିଆଁର ପ୍ରକୋପ । ଜଙ୍ଗଲରେ ଥିବା ବନ୍ୟଜନ୍ତୁ ବାସସ୍ଥାନ
Read More...

କେନ୍ଦ୍ରାପଡ଼ାର ୨ଟି ପୌରାଞ୍ଚଳରେ ମତଦାନ ଆରମ୍ଭ

କେନ୍ଦ୍ରାପଡ଼ା : ଆଜି ପୌର ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାର ଦୁଇଟି ପୌରାଞ୍ଚଳରେ ନିର୍ବାଚନ ଆରମ୍ଭ ହୋଇଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । କେନ୍ଦ୍ରାପଡ଼ା ପୌରାଞ୍ଚଳର ୩୬ ହଜାର ୫୪୫ ଭୋଟର ମତଦାନ କରିବେ । ସୂଚନାନୁଯାୟୀ, ପୌରାଞ୍ଚଳରେ ଥିବା
Read More...

ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ
Read More...