Daily Archives

ବାଇକ-ବୋଲେରୋ ଧକ୍କାରେ ଛାତ୍ରୀ ଗୁରୁତର, ଭୀମଭୋଇ ମେଡିକାଲରେ ଭର୍ତ୍ତି

ତରଭା, (କେପିଏନଏସ୍) : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ସୋନପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ଜାମକାନୀ ଗ୍ରାମରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଘରକୁ
Read More...

ନବ ନିର୍ବାଚିତ ପୌର ପରିଷଦ ଅଧ୍ୟକ୍ଷା ଦାୟିତ୍ଵ ଗ୍ରହଣ କଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦର ନୂତନ ପୌରାଧ୍ୟକ୍ଷା ଭାବେ ଶ୍ରୀମତୀ କଳ୍ପନା ମାଝୀ ଆଜି ତାଙ୍କ ଦାୟିତ୍ଵ ଗ୍ରହଣ କରିଛନ୍ତି । ଆଜି ସକାଳୁ ସେ ବରଗଡ଼ର ଗ୍ରାମ୍ୟ ଦେବୀ ମା' ସମଲେଶ୍ଵରୀଙ୍କ ମନ୍ଦିରରୁ ଆଶୀର୍ବାଦ ଗ୍ରହଣ କରି ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚି ଶପଥ ପାଠ
Read More...

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ – ୨୦୨୨ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ନୂତନ ଟାଉନ ହଲ ସୋନପୁରଠାରେ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ-୨୦୨୨ ଅନୁଷ୍ଠିତ ହୋଇଯାଇଛି । ଡାକ୍ତର ବିଶ୍ୱରଂଜନ ପତି, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁରଙ୍କ
Read More...

ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୨୦୨୧-୨୨ ବର୍ଷ ପାଇଁ କାୟାକଳ୍ପ ପୁରସ୍କାର ପାଇଁ ମନୋନୀତ କରିଯାଇଛି । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଚିକିତ୍ସାଳୟ
Read More...

ତୃତୀୟ ଜାତୀୟ ଜଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

• ରାଷ୍ଟ୍ରପତିଙ୍କ ଦ୍ଵାରା ଜଳ ଶକ୍ତି ଅଭିଯାନ : କ୍ୟାଚ୍‌ ଦ ରେନ୍‌ କ୍ୟାମ୍ପେନ୍‌ ୨୦୨୨ର ଶୁଭାରମ୍ଭ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି (ମାର୍ଚ୍ଚ ୨୯, ୨୦୨୨) ନୂଆଦିଲ୍ଲୀ ଠାରେ ତୃତୀୟ ଜାତୀୟ ଜଳ ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତିଙ୍କ
Read More...

ଭାରତ ବନ୍ଦର ଦ୍ୱିତୀୟ ଦିନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଭାରତ ବନ୍ଦର ଦ୍ୱିତୀୟ ଦିନରେ ମଧ୍ୟ ସଂଗଠନର ପୂର୍ବ ଘୋଷଣା ଅନୁଯାୟୀ ଦୋକାନ ଏବଂ ବସ ଟ୍ରକ ଛାଡି ଆନ୍ୟାନ୍ୟ ସମସ୍ତ ସରକାରୀ ଅଫିସ ପ୍ରତିଷ୍ଠାନ, ବ୍ୟାଙ୍କ, ବୀମା, କୋର୍ଟ କଚେରୀ ଆଜି ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଥିଲା । ଆଜି ସକାଳେ ୟୁନାଇଡେଟ୍‌ ଟ୍ରେଡ
Read More...

ଜୁନିଅର ରେଡକ୍ରସ କାଉନସିଲରଙ୍କ ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜୁନିଅର ରେଡକ୍ରସ କାଉନସିଲରମାନଙ୍କ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ
Read More...

କୋସଲ ରାଜ୍ୟ ସମନ୍ୱୟ ସମିତିର ଆହ୍ୱାନ – ଉତ୍କଳ ଦିବସକୁ ବର୍ଜନ କରନ୍ତୁ, ଏପ୍ରିଲ ୧ରେ କଳା ଦିବସ ପାଳନ କରନ୍ତୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଉତ୍କଳ ଦିବସକୁ ବର୍ଜନ କରନ୍ତୁ, ଏପ୍ରିଲ ୧ରେ କଳା ଦିବସ ପାଳନ କରନ୍ତୁ ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତି ଆହ୍ୱାନ କରିଛି । ସମିତି ପକ୍ଷରୁ କୁହାଯାଇଛି ଯେ, ସମଗ୍ର ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ରୂପେ ପାଳନ କରାଯାଉଛି । କୋସଲାଞ୍ଚଳର ୨କୋଟି ଲୋକଙ୍କୁ
Read More...

ବ୍ରହ୍ମାକୁମାରୀ ଦାଦୀ ଜାନକୀ ଦେବୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି କେନ୍ଦ୍ର ଆନୁକୂଲ୍ୟରେ ଦାଦୀ ଜାନକୀଦେବୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି । ଦାଦୀଜୀଙ୍କ ଜନ୍ମ ୧୯୧୬ ମସିହାରେ
Read More...

ଫିରିଙ୍ଗିମାଲ ପଞ୍ଚାୟତର ନବ ନିର୍ବାଚିତ ୱାର୍ଡ ମେମ୍ବର ସଭ୍ୟସଭ୍ୟାମାନଙ୍କ ଶପଥ ପାଠ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ୍ ଫିରିଙ୍ଗିମାଲ ପଞ୍ଚାୟତରେ ନବ ନିର୍ବାଚିତ ୱାର୍ଡ ମେମ୍ବର ସଭ୍ୟ ସଭ୍ୟାମାନେ ଶପଥ ପାଠ କଲେ । ପଞ୍ଚାୟତକୁ ଆସୁଥିବା ଅନେକ ଉନ୍ନତିମୂଳକ କାମ ଅବା ଗ୍ରାମାଞ୍ଚଳରେ ବସବାସ କରୁଥିବା ନିରୀହ ଗରିବ ଲୋକମାନଙ୍କ
Read More...